Online Bible

- Reklamy -




ଯିହିଜିକଲ 3:19 - ପବିତ୍ର ବାଇବଲ

19 “ମାତ୍ର ତୁମ୍ଭେ ଯଦି ଦୁଷ୍ଟ ମନୁଷ୍ୟକୁ ସତର୍କ କରିଥାଅ ଆଉ ସେ ଆପଣା ପାପରୁ ଓ କୁପଥରୁ ନ ଫେରେ; ସେ ନିଜ ଦୋଷ ଯୋଗୁଁ ମରିବ। କିନ୍ତୁ ତୁମ୍ଭେ ତାକୁ ସତର୍କ କରିବା ଦ୍ୱାରା ଆପଣା ପ୍ରାଣରକ୍ଷା କର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

19 ତଥାପି ତୁମ୍ଭେ ଯେବେ ଦୁଷ୍ଟକୁ ଚେତନା ଦିଅ, ଆଉ ସେ ଆପଣା ଦୁଷ୍ଟତାରୁ ଓ ଆପଣା କୁପଥରୁ ନ ଫେରେ, ସେ ନିଜ ଅଧର୍ମରେ ମରିବ, ମାତ୍ର ତୁମ୍ଭେ ଆପଣା ପ୍ରାଣ ରକ୍ଷା କଲ।

Viz kapitola kopírovat

ଓଡିଆ ବାଇବେଲ

19 ତଥାପି ତୁମ୍ଭେ ଯଦି ଦୁଷ୍ଟକୁ ଚେତନା ଦିଅ, ଆଉ ସେ ଆପଣା ଦୁଷ୍ଟତାରୁ ଓ ଆପଣା କୁପଥରୁ ନ ଫେରେ, ସେ ନିଜ ଅଧର୍ମରେ ମରିବ, ମାତ୍ର ତୁମ୍ଭେ ଆପଣା ପ୍ରାଣ ରକ୍ଷା କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

19 ତଥାପି ତୁମ୍ଭେ ଯଦି ଦୁଷ୍ଟକୁ ଚେତନା ଦିଅ, ଆଉ ସେ ଆପଣା ଦୁଷ୍ଟତାରୁ ଓ ଆପଣା କୁପଥରୁ ନ ଫେରେ, ସେ ନିଜ ଅଧର୍ମରେ ମରିବ, ମାତ୍ର ତୁମ୍ଭେ ଆପଣା ପ୍ରାଣ ରକ୍ଷା କରିବ।

Viz kapitola kopírovat




ଯିହିଜିକଲ 3:19

Následuj nás:

Reklamy


Reklamy