ଯିହିଜିକଲ 3:20 - ପବିତ୍ର ବାଇବଲ20 “ସେହିପରି ଭାବରେ ଯଦି କୌଣସି ଧାର୍ମିକ ଲୋକ, ଧାର୍ମିକ ହେବା ବନ୍ଦ କରି ପାପ କରେ, ଆଉ ଆମ୍ଭେ ତା’ ସମ୍ମୁଖରେ ଏକ ଝୁଣ୍ଟିବା ବସ୍ତୁ ରଖୁ, ତେବେ ସେ ମୃତ୍ୟୁବରଣ କରିବ ଏବଂ ତା'ର ପୁଣ୍ୟକର୍ମସବୁ ହିସାବକୁ ନିଆଯିବ ନାହିଁ। ସେ ମୃତ୍ୟୁବରଣ କରିବ କାରଣ ସେ ପାପ କରିଛି। କିନ୍ତୁ ତା'ର ମୃତ୍ୟୁଜନିତ ଅପରାଧ ପାଇଁ ଆମ୍ଭେ ତୁମ୍ଭକୁ ଦାୟୀ କରିବା। କାରଣ ତୁମ୍ଭେ ତାକୁ ସତର୍କ କଲ ନାହିଁ। Viz kapitolaପବିତ୍ର ବାଇବଲ (Re-edited) - (BSI)20 ପୁନର୍ବାର କୌଣସି ଧାର୍ମିକ ଲୋକ ଯେବେ ଆପଣା ଧର୍ମରୁ ଫେରି ଅଧର୍ମ କରେ ଓ ଆମ୍ଭେ ତାହା ସମ୍ମୁଖରେ ବାଧା ରଖୁ, ତେବେ ସେ ମରିବ; ତୁମ୍ଭେ ତାହାକୁ ଚେତନା ନ ଦେବା ସକାଶୁ ସେ ଆପଣା ପାପରେ ମରିବ ଓ ତାହାର ଧର୍ମକର୍ମସବୁ ସ୍ମରଣ କରାଯିବ ନାହିଁ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା। Viz kapitolaଓଡିଆ ବାଇବେଲ20 ପୁନର୍ବାର କୌଣସି ଧାର୍ମିକ ଲୋକ ଯଦି ଆପଣା ଧର୍ମରୁ ଫେରି ଅଧର୍ମ କରେ ଓ ଆମ୍ଭେ ତାହା ସମ୍ମୁଖରେ ବାଧା ରଖୁ, ତେବେ ସେ ମରିବ; ତୁମ୍ଭେ ତାହାକୁ ଚେତନା ନ ଦେବା ସକାଶୁ ସେ ଆପଣା ପାପରେ ମରିବ ଓ ତାହାର ଧର୍ମକର୍ମସବୁ ସ୍ମରଣ କରାଯିବ ନାହିଁ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT20 ପୁନର୍ବାର କୌଣସି ଧାର୍ମିକ ଲୋକ ଯଦି ଆପଣା ଧର୍ମରୁ ଫେରି ଅଧର୍ମ କରେ ଓ ଆମ୍ଭେ ତାହା ସମ୍ମୁଖରେ ବାଧା ରଖୁ, ତେବେ ସେ ମରିବ; ତୁମ୍ଭେ ତାହାକୁ ଚେତନା ନ ଦେବା ସକାଶୁ ସେ ଆପଣା ପାପରେ ମରିବ ଓ ତାହାର ଧର୍ମକର୍ମସବୁ ସ୍ମରଣ କରାଯିବ ନାହିଁ; ମାତ୍ର ଆମ୍ଭେ ତୁମ୍ଭ ହସ୍ତରୁ ତାହାର ରକ୍ତର ପ୍ରତିଶୋଧ ନେବା। Viz kapitola |