ଯିହିଜିକଲ 3:21 - ପବିତ୍ର ବାଇବଲ21 “କିନ୍ତୁ ଧାର୍ମିକ ଲୋକକୁ ଯଦି ତୁମ୍ଭେ ସତର୍କ କଲ ଓ ସେ ପାପ କଲା ନାହିଁ, ସେ ବଞ୍ଚିବ କାରଣ ସେ ତୁମ୍ଭର ଚେତନା ନେଲା। ଏହିପରି ତୁମ୍ଭେ ତୁମ୍ଭର ପ୍ରାଣ ରକ୍ଷା କଲ।” Viz kapitolaପବିତ୍ର ବାଇବଲ (Re-edited) - (BSI)21 ତଥାପି ଧାର୍ମିକ ଲୋକ ଯେପରି ପାପ ନ କରିବ, ଏଥିପାଇଁ ତୁମ୍ଭେ ଧାର୍ମିକ ଲୋକକୁ ଚେତନା ଦେଲେ, ସେ ଯେବେ ପାପ ନ କରେ, ତେବେ ସେ ଚେତନା ଗ୍ରହଣ କରିବା ସକାଶୁ ନିଶ୍ଚୟ ବଞ୍ଚିବ ଓ ତୁମ୍ଭେ ଆପଣା ପ୍ରାଣ ରକ୍ଷା କଲ। Viz kapitolaଓଡିଆ ବାଇବେଲ21 ତଥାପି ଧାର୍ମିକ ଲୋକ ଯେପରି ପାପ ନ କରିବ, ଏଥିପାଇଁ ତୁମ୍ଭେ ଧାର୍ମିକ ଲୋକକୁ ଚେତନା ଦେଲେ, ସେ ଯଦି ପାପ ନ କରେ, ତେବେ ସେ ଚେତନା ଗ୍ରହଣ କରିବା ସକାଶୁ ନିଶ୍ଚୟ ବଞ୍ଚିବ ଓ ତୁମ୍ଭେ ଆପଣା ପ୍ରାଣ ରକ୍ଷା କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT21 ତଥାପି ଧାର୍ମିକ ଲୋକ ଯେପରି ପାପ ନ କରିବ, ଏଥିପାଇଁ ତୁମ୍ଭେ ଧାର୍ମିକ ଲୋକକୁ ଚେତନା ଦେଲେ, ସେ ଯଦି ପାପ ନ କରେ, ତେବେ ସେ ଚେତନା ଗ୍ରହଣ କରିବା ସକାଶୁ ନିଶ୍ଚୟ ବଞ୍ଚିବ ଓ ତୁମ୍ଭେ ଆପଣା ପ୍ରାଣ ରକ୍ଷା କରିବ।” Viz kapitola |