ଯିହିଜିକଲ 3:22 - ପବିତ୍ର ବାଇବଲ22 ଅନନ୍ତର ସଦାପ୍ରଭୁଙ୍କର ହସ୍ତ ମୋ’ ଉପରେ ଅଧିଷ୍ଠାନ କଲା, ସେହିଠାରେ ସେ ମୋତେ କହିଲେ, “ତୁମ୍ଭେ ଉଠି ପଦା ଭୂମିକୁ ବାହାରି ଯାଅ। ଆମ୍ଭେ ସେହିଠାରେ ତୁମ୍ଭ ସହିତ କଥାବାର୍ତ୍ତା କରିବା।” Viz kapitolaପବିତ୍ର ବାଇବଲ (Re-edited) - (BSI)22 ଅନନ୍ତର ସେହି ସ୍ଥାନରେ ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠାନ କଲା; ପୁଣି, ସେ ମୋତେ କହିଲେ, ତୁମ୍ଭେ ଉଠି ପଦା-ଭୂମିକୁ ବାହାରି ଯାଅ, ଆଉ ଆମ୍ଭେ ସେଠାରେ ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିବା। Viz kapitolaଓଡିଆ ବାଇବେଲ22 ଏଥିଉତ୍ତାରେ ସେହି ସ୍ଥାନରେ ସଦାପ୍ରଭୁଙ୍କର ହସ୍ତ ମୋ’ ଉପରେ ଅଧିଷ୍ଠାନ କଲା; ପୁଣି, ସେ ମୋତେ କହିଲେ, “ତୁମ୍ଭେ ଉଠି ପଦାଭୂମିକୁ ବାହାରି ଯାଅ, ଆଉ ଆମ୍ଭେ ସେଠାରେ ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିବା” ! Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ଏଥିଉତ୍ତାରେ ସେହି ସ୍ଥାନରେ ସଦାପ୍ରଭୁଙ୍କର ହସ୍ତ ମୋʼ ଉପରେ ଅଧିଷ୍ଠାନ କଲା; ପୁଣି, ସେ ମୋତେ କହିଲେ, “ତୁମ୍ଭେ ଉଠି ପଦାଭୂମିକୁ ବାହାରି ଯାଅ, ଆଉ ଆମ୍ଭେ ସେଠାରେ ତୁମ୍ଭ ସଙ୍ଗେ କଥାବାର୍ତ୍ତା କରିବା!” Viz kapitola |