ଯିହିଜିକଲ 3:24 - ପବିତ୍ର ବାଇବଲ24 ତା'ପରେ ଆତ୍ମା ମୋ’ ମଧ୍ୟରେ ପ୍ରବେଶ କଲା ଓ ମୋର ପାଦ ଉପରକୁ ନେଇଗଲା। ତା'ପରେ ସେ ମୋତେ କହିଲା, “ଯାଅ, ଏବଂ ତୁମ୍ଭେ ଆପଣା ଗୃହ ମଧ୍ୟରେ ନିଜକୁ ରୁଦ୍ଧ କରି ରଖ, Viz kapitolaପବିତ୍ର ବାଇବଲ (Re-edited) - (BSI)24 ତହିଁରେ ଆତ୍ମା ମୋʼ ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ପୁଣି, ସେ ମୋʼ ସଙ୍ଗେ କଥାବାର୍ତ୍ତା କରି ମୋତେ କହିଲେ, ଯାଅ, ତୁମ୍ଭେ ଆପଣା ଗୃହ ଭିତରେ ଆପଣାକୁ ରୁଦ୍ଧ କରି ରଖ। Viz kapitolaଓଡିଆ ବାଇବେଲ24 ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋ’ ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ପୁଣି, ସେ ମୋ’ ସଙ୍ଗେ କଥାବାର୍ତ୍ତା କରି ମୋତେ କହିଲେ, “ଯାଅ, ତୁମ୍ଭେ ଆପଣା ଗୃହ ଭିତରେ ଆପଣାକୁ ରୁଦ୍ଧ କରି ରଖ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT24 ତହିଁରେ ପରମେଶ୍ୱରଙ୍କ ଆତ୍ମା ମୋʼ ମଧ୍ୟରେ ପ୍ରବେଶ କରି ମୋତେ ଚରଣରେ ଠିଆ କରାଇଲେ; ପୁଣି, ସେ ମୋʼ ସଙ୍ଗେ କଥାବାର୍ତ୍ତା କରି ମୋତେ କହିଲେ, “ଯାଅ, ତୁମ୍ଭେ ଆପଣା ଗୃହ ଭିତରେ ଆପଣାକୁ ରୁଦ୍ଧ କରି ରଖ। Viz kapitola |