Online Bible

- Reklamy -




ଯିହିଜିକଲ 3:26 - ପବିତ୍ର ବାଇବଲ

26 ତା'ପରେ ଆମ୍ଭେ ତୁମ୍ଭ ଜିହ୍ୱାକୁ ତୁମ୍ଭ ମୁଖର ତାଳୁରେ ଯୁକ୍ତ କରିବା, ଫଳରେ ତୁମ୍ଭେ ନୀରବ ରହିବ ଓ ସେମାନଙ୍କୁ ଗାଳି ଦେବାକୁ ସମର୍ଥ ହେବ ନାହିଁ। ଯଦିଓ ସେମାନେ ଗୋଟିଏ ବିଦ୍ରୋହୀ ଜାତି ଅଟନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

26 ପୁଣି, ଆମ୍ଭେ ତୁମ୍ଭ ଜିହ୍ଵାକୁ ତୁମ୍ଭ ମୁଖର ତାଳୁରେ ଯୁକ୍ତ କରିବା, ତହିଁରେ ତୁମ୍ଭେ ଘୁଙ୍ଗା ହେବ ଓ ସେମାନଙ୍କର ଭର୍ତ୍ସନାକାରୀ ହେବ ନାହିଁ; କାରଣ ସେମାନେ ବିଦ୍ରୋହୀ ବଂଶ ଅଟନ୍ତି।

Viz kapitola kopírovat

ଓଡିଆ ବାଇବେଲ

26 ପୁଣି, ଆମ୍ଭେ ତୁମ୍ଭ ଜିହ୍ୱାକୁ ତୁମ୍ଭ ମୁଖର ତାଳୁରେ ଯୁକ୍ତ କରିବା, ତହିଁରେ ତୁମ୍ଭେ ଘୁଙ୍ଗା ହେବ ଓ ସେମାନଙ୍କର ଭର୍ତ୍ସନାକାରୀ ହେବ ନାହିଁ; କାରଣ ସେମାନେ ବିଦ୍ରୋହୀ ବଂଶ ଅଟନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

26 ପୁଣି, ଆମ୍ଭେ ତୁମ୍ଭ ଜିହ୍ୱାକୁ ତୁମ୍ଭ ମୁଖର ତାଳୁରେ ଯୁକ୍ତ କରିବା, ତହିଁରେ ତୁମ୍ଭେ ଘୁଙ୍ଗା ହେବ ଓ ସେମାନଙ୍କର ଭର୍ତ୍ସନାକାରୀ ହେବ ନାହିଁ; କାରଣ ସେମାନେ ବିଦ୍ରୋହୀ ବଂଶ ଅଟନ୍ତି।

Viz kapitola kopírovat




ଯିହିଜିକଲ 3:26

Následuj nás:

Reklamy


Reklamy