ଯିହିଜିକଲ 3:27 - ପବିତ୍ର ବାଇବଲ27 କିନ୍ତୁ ତୁମ୍ଭର ପାଟି ଆମ୍ଭ ଆଜ୍ଞାରେ ଫିଟିବ। ତା'ପରେ ତୁମ୍ଭେ ସେମାନଙ୍କୁ କହିବ, ‘ସଦାପ୍ରଭୁ ମୋର ପ୍ରଭୁ ଏହି କଥା କହନ୍ତି।’ ଯଦି ସେମାନେ ଇଚ୍ଛା କରନ୍ତି, ଶୁଣନ୍ତୁ ବା ଯଦି ସେମାନେ ଇଚ୍ଛା ନ କରନ୍ତି ବା ନ ଶୁଣନ୍ତି, ଯେହେତୁ ସେମାନେ ବିଦ୍ରୋହୀ ଜାତି ଅଟନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)27 ମାତ୍ର ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା ସମୟରେ ତୁମ୍ଭ ମୁଖ ଫିଟାଇବା, ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ ସଦାପ୍ରଭୁ ଏହି କଥା କହନ୍ତି; ଯେ ଶୁଣେ, ସେ ଶୁଣୁ ଓ ଯେ ନ ଶୁଣେ, ସେ ନ ଶୁଣୁ; କାରଣ ସେମାନେ ବିଦ୍ରୋହୀ ବଂଶ। Viz kapitolaଓଡିଆ ବାଇବେଲ27 ମାତ୍ର ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା ସମୟରେ ତୁମ୍ଭ ମୁଖ ଫିଟାଇବା, ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ଯେ ଶୁଣେ, ସେ ଶୁଣୁ ଓ ଯେ ନ ଶୁଣେ, ସେ ନ ଶୁଣୁ; କାରଣ ସେମାନେ ବିଦ୍ରୋହୀ ବଂଶ” ! Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT27 ମାତ୍ର ଆମ୍ଭେ ତୁମ୍ଭ ସଙ୍ଗେ କଥା କହିବା ସମୟରେ ତୁମ୍ଭ ମୁଖ ଫିଟାଇବା, ତହିଁରେ ତୁମ୍ଭେ ସେମାନଙ୍କୁ କହିବ, ‘ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି;’ ଯେ ଶୁଣେ, ସେ ଶୁଣୁ ଓ ଯେ ନ ଶୁଣେ, ସେ ନ ଶୁଣୁ; କାରଣ ସେମାନେ ବିଦ୍ରୋହୀ ବଂଶ!” Viz kapitola |