ଯିହିଜିକଲ 3:3 - ପବିତ୍ର ବାଇବଲ3 ତା'ପରେ ପରମେଶ୍ୱର କହିଲେ, “ହେ ମନୁଷ୍ୟ ପୁତ୍ର, ଆମ୍ଭେ ତୁମ୍ଭକୁ ଯେଉଁ ନଳାକାର ପୁସ୍ତକ ଦେଉଅଛୁ, ତାହା ତୁମ୍ଭେ ଆପଣା ଉଦରରେ ପୂରାଅ।” ତେଣୁ ମୁଁ ସେହି ନଳାକାର ପୁସ୍ତକଟିକୁ ଖାଇଦେଲି ଓ ଏହା ମହୁପରି ମିଠା ଲାଗିଲା। Viz kapitolaପବିତ୍ର ବାଇବଲ (Re-edited) - (BSI)3 ପୁଣି, ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯେଉଁ ନଳାକାର ପୁସ୍ତକ ଦେଉ, ତାହା ତୁମ୍ଭେ ଜଠରରେ ଗ୍ରହଣ କରି ଆପଣା ଉଦର ପୂର୍ଣ୍ଣ କର। ତହିଁରେ ମୁଁ ତାହା ଭୋଜନ କଲି; ଆଉ, ମିଷ୍ଟତା ସକାଶୁ ତାହା ମୋʼ ମୁଖକୁ ମଧୁପରି ଲାଗିଲା। Viz kapitolaଓଡିଆ ବାଇବେଲ3 ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯେଉଁ ନଳାକାର ପୁସ୍ତକ ଦେଉ, ତାହା ତୁମ୍ଭେ ଜଠରରେ ଗ୍ରହଣ କରି ଆପଣା ଉଦର ପୂର୍ଣ୍ଣ କର !” ତହିଁରେ ମୁଁ ତାହା ଭୋଜନ କଲି; ଆଉ, ମିଷ୍ଟତା ସକାଶୁ ତାହା ମୋ’ ମୁଖକୁ ମଧୁପରି ଲାଗିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT3 ପୁଣି, ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ଆମ୍ଭେ ତୁମ୍ଭକୁ ଯେଉଁ ନଳାକାର ପୁସ୍ତକ ଦେଉ, ତାହା ତୁମ୍ଭେ ଜଠରରେ ଗ୍ରହଣ କରି ଆପଣା ଉଦର ପୂର୍ଣ୍ଣ କର!” ତହିଁରେ ମୁଁ ତାହା ଭୋଜନ କଲି; ଆଉ, ମିଷ୍ଟତା ସକାଶୁ ତାହା ମୋʼ ମୁଖକୁ ମଧୁପରି ଲାଗିଲା। Viz kapitola |