Online Bible

- Reklamy -




ଯିହିଜିକଲ 3:4 - ପବିତ୍ର ବାଇବଲ

4 ଏହା ପରେ ପରମେଶ୍ୱର ମୋତେ କହିଲେ, “ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଇସ୍ରାଏଲ ବଂଶ ନିକଟକୁ ଯାଇ ଆମ୍ଭର ବାକ୍ୟସବୁ କୁହ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

4 ଏଉତ୍ତାରେ ସେ ମୋତେ କହିଲେ, ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ-ବଂଶ ନିକଟକୁ ଯାଇ ସେମାନଙ୍କୁ ଆମ୍ଭର ବାକ୍ୟସକଳ କୁହ।

Viz kapitola kopírovat

ଓଡିଆ ବାଇବେଲ

4 ଏଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶ ନିକଟକୁ ଯାଇ ସେମାନଙ୍କୁ ଆମ୍ଭର ବାକ୍ୟସକଳ କୁହ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

4 ଏଉତ୍ତାରେ ସେ ମୋତେ କହିଲେ, “ହେ ମନୁଷ୍ୟ-ସନ୍ତାନ, ତୁମ୍ଭେ ଇସ୍ରାଏଲ ବଂଶ ନିକଟକୁ ଯାଇ ସେମାନଙ୍କୁ ଆମ୍ଭର ବାକ୍ୟସକଳ କୁହ।

Viz kapitola kopírovat




ଯିହିଜିକଲ 3:4

Následuj nás:

Reklamy


Reklamy