ଯିହିଜିକଲ 3:5 - ପବିତ୍ର ବାଇବଲ5 ଆମ୍ଭେ ତୁମ୍ଭକୁ କୌଣସି ବିଦେଶୀୟ ନିକଟକୁ ପଠାଉ ନାହୁଁ। ଯାହା ଫଳରେ ତୁମ୍ଭକୁ ତାଙ୍କ ଭାଷା ବୁଝିବା କଷ୍ଟ ହେବ। ଆମ୍ଭେ ତୁମ୍ଭକୁ ଇସ୍ରାଏଲ ବଂଶ ନିକଟକୁ ପଠାଉଅଛୁ। Viz kapitolaପବିତ୍ର ବାଇବଲ (Re-edited) - (BSI)5 କାରଣ ତୁମ୍ଭେ କୌଣସି ବିଦେଶୀୟ ଓ କଠିନ ଭାଷାବାଦୀ ଗୋଷ୍ଠୀ ନିକଟକୁ ପ୍ରେରିତ ନ ହୋଇ ଇସ୍ରାଏଲ-ବଂଶ ନିକଟକୁ ପ୍ରେରିତ ହେଉଅଛ; Viz kapitolaଓଡିଆ ବାଇବେଲ5 କାରଣ ତୁମ୍ଭେ କୌଣସି ବିଦେଶୀୟ ଓ କଠିନ ଭାଷାବାଦୀ ଗୋଷ୍ଠୀ ନିକଟକୁ ପ୍ରେରିତ ନ ହୋଇ ଇସ୍ରାଏଲ ବଂଶ ନିକଟକୁ ପ୍ରେରିତ ହେଉଅଛ; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT5 କାରଣ ତୁମ୍ଭେ କୌଣସି ବିଦେଶୀୟ ଓ କଠିନ ଭାଷାବାଦୀ ଗୋଷ୍ଠୀ ନିକଟକୁ ପ୍ରେରିତ ନ ହୋଇ ଇସ୍ରାଏଲ ବଂଶ ନିକଟକୁ ପ୍ରେରିତ ହେଉଅଛ; Viz kapitola |