ଯିହିଜିକଲ 4:10 - ପବିତ୍ର ବାଇବଲ10 ତୁମ୍ଭେ ପ୍ରତ୍ୟେକ ଦିନ କୋଡ଼ିଏ ଶେକଲ ଓଜନର ଖାଦ୍ୟ ଭୋଜନ କରିବ। ଦିନସାରା ଏହାକୁ ସମୟ ସମୟରେ ଖାଅ। Viz kapitolaପବିତ୍ର ବାଇବଲ (Re-edited) - (BSI)10 ପୁଣି, ତୁମ୍ଭେ ଯେଉଁ ଖାଦ୍ୟ ଭୋଜନ କରିବ, ତାହା ପରିମାଣରେ ଏକ ଏକ ଦିନକୁ କୋଡ଼ିଏ ତୋଳା ଲେଖାଏଁ ହେବ; ତୁମ୍ଭେ ସମୟକୁ ସମୟ ତାହା ଭୋଜନ କରିବ। Viz kapitolaଓଡିଆ ବାଇବେଲ10 ପୁଣି, ତୁମ୍ଭେ ଯେଉଁ ଖାଦ୍ୟ ଭୋଜନ କରିବ, ତାହା ପରିମାଣରେ ଏକ ଏକ ଦିନକୁ କୋଡ଼ିଏ ଶେକଲ ଲେଖାଏଁ ହେବ; ତୁମ୍ଭେ ସମୟକୁ ସମୟ ତାହା ଭୋଜନ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ପୁଣି, ତୁମ୍ଭେ ଯେଉଁ ଖାଦ୍ୟ ଭୋଜନ କରିବ, ତାହା ପରିମାଣରେ ଏକ ଏକ ଦିନକୁ କୋଡ଼ିଏ ଶେକଲ ଲେଖାଏଁ ହେବ; ତୁମ୍ଭେ ସମୟକୁ ସମୟ ତାହା ଭୋଜନ କରିବ। Viz kapitola |