ଯିହିଜିକଲ 4:11 - ପବିତ୍ର ବାଇବଲ11 ଆଉ ତୁମ୍ଭେ ପ୍ରତିଦିନ ପରିମାଣ ଅନୁସାରେ ଏକ ହିନର ଷଷ୍ଠାଂଶ ଜଳପାନ କରିବ। ତୁମ୍ଭେ ସମୟକୁ ସମୟ ତାହା ପାନ କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)11 ଆଉ, ତୁମ୍ଭେ ପରିମାଣ ଅନୁସାରେ ଏକ ହୀନ୍ର ଷଷ୍ଠାଂଶ ଜଳ ପାନ କରିବ; ତୁମ୍ଭେ ସମୟକୁ ସମୟ ତାହା ପାନ କରିବ। Viz kapitolaଓଡିଆ ବାଇବେଲ11 ଆଉ, ତୁମ୍ଭେ ପରିମାଣ ଅନୁସାରେ ଏକ ହୀନ୍ର ଷଷ୍ଠାଂଶ ଜଳ ପାନ କରିବ; ତୁମ୍ଭେ ସମୟକୁ ସମୟ ତାହା ପାନ କରିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT11 ଆଉ, ତୁମ୍ଭେ ପରିମାଣ ଅନୁସାରେ ଏକ ହୀନ୍ର ଷଷ୍ଠାଂଶ ଜଳ ପାନ କରିବ; ତୁମ୍ଭେ ସମୟକୁ ସମୟ ତାହା ପାନ କରିବ। Viz kapitola |