ଯିହିଜିକଲ 4:2 - ପବିତ୍ର ବାଇବଲ2 ଏବଂ ସେଗୁଡ଼ିକୁ ସୈନ୍ୟରେ ବେଷ୍ଟିତ କର, ତାହା ବିରୁଦ୍ଧରେ ଗଡ଼ ନିର୍ମାଣ କର ଓ ତାହା ବିରୁଦ୍ଧରେ ପ୍ରାଚୀର ନିର୍ମାଣ କର। ଆଉ ତାହା ବିରୁଦ୍ଧରେ ଛାଉଣି ସ୍ଥାପନ କର ଓ ଚତୁର୍ଦ୍ଦିଗରେ ପ୍ରାଚୀର ଭେଦକ ଯନ୍ତ୍ର ସ୍ଥାପନ କର। Viz kapitolaପବିତ୍ର ବାଇବଲ (Re-edited) - (BSI)2 ଆଉ, ତାହା ସୈନ୍ୟରେ ବେଷ୍ଟିତ କର, ତାହା ବିରୁଦ୍ଧରେ ଗଡ଼ ନିର୍ମାଣ କର ଓ ତାହା ବିରୁଦ୍ଧରେ ବନ୍ଧ ବାନ୍ଧ; ମଧ୍ୟ ତାହା ବିରୁଦ୍ଧରେ ଛାଉଣି ସ୍ଥାପନ କର ଓ ତହିଁର ଚତୁର୍ଦ୍ଦିଗରେ ପ୍ରାଚୀର ଭେଦକ ଯନ୍ତ୍ର ସ୍ଥାପନ କର। Viz kapitolaଓଡିଆ ବାଇବେଲ2 ଆଉ, ତାହା ସୈନ୍ୟରେ ବେଷ୍ଟିତ କର, ତାହା ବିରୁଦ୍ଧରେ ଗଡ଼ ନିର୍ମାଣ କର ଓ ତାହା ବିରୁଦ୍ଧରେ ବନ୍ଧ ବାନ୍ଧ; ମଧ୍ୟ ତାହା ବିରୁଦ୍ଧରେ ଛାଉଣି ସ୍ଥାପନ କର ଓ ତହିଁର ଚତୁର୍ଦ୍ଦିଗରେ ପ୍ରାଚୀର ଭେଦକ ଯନ୍ତ୍ର ସ୍ଥାପନ କର। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ଆଉ, ତାହା ସୈନ୍ୟରେ ବେଷ୍ଟିତ କର, ତାହା ବିରୁଦ୍ଧରେ ଗଡ଼ ନିର୍ମାଣ କର ଓ ତାହା ବିରୁଦ୍ଧରେ ବନ୍ଧ ବାନ୍ଧ; ମଧ୍ୟ ତାହା ବିରୁଦ୍ଧରେ ଛାଉଣି ସ୍ଥାପନ କର ଓ ତହିଁର ଚତୁର୍ଦ୍ଦିଗରେ ପ୍ରାଚୀର-ଭେଦକ ଯନ୍ତ୍ର ସ୍ଥାପନ କର। Viz kapitola |