Online Bible

- Reklamy -




ଯିହିଜିକଲ 4:7 - ପବିତ୍ର ବାଇବଲ

7 ପରମେଶ୍ୱର ପୁନର୍ବାର କହିଲେ, “ବର୍ତ୍ତମାନ ଯିରୁଶାଲମର ଅବରୋଧିତ ନଗର ଆଡ଼କୁ ବୁଲିପଡ଼ ଏବଂ ରିକ୍ତ ହସ୍ତରେ ଏହା ବିରୁଦ୍ଧରେ ଭବିଷ୍ୟ‌ଦ୍‌ବାଣୀ କର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

7 ଆଉ, ତୁମ୍ଭେ ଆପଣା ବାହୁ ଅନାବୃତ କରି ଯିରୂଶାଲମର ସୈନ୍ୟବେଷ୍ଟନ ଆଡ଼େ ମୁଖ ରଖିବ ଓ ତହିଁ ବିରୁଦ୍ଧରେ ଭବିଷ୍ୟଦ୍ବାକ୍ୟ ପ୍ରଚାର କରିବ।

Viz kapitola kopírovat

ଓଡିଆ ବାଇବେଲ

7 ଆଉ, ତୁମ୍ଭେ ଆପଣା ବାହୁ ଅନାବୃତ କରି ଯିରୂଶାଲମର ସୈନ୍ୟ ବେଷ୍ଟନ ପ୍ରତି ମୁଖ ରଖିବ ଓ ତହିଁ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

7 ଆଉ, ତୁମ୍ଭେ ଆପଣା ବାହୁ ଅନାବୃତ କରି ଯିରୂଶାଲମର ସୈନ୍ୟ ବେଷ୍ଟନ ପ୍ରତି ମୁଖ ରଖିବ ଓ ତହିଁ ବିରୁଦ୍ଧରେ ଭବିଷ୍ୟଦ୍‍ବାକ୍ୟ ପ୍ରଚାର କରିବ।

Viz kapitola kopírovat




ଯିହିଜିକଲ 4:7

Následuj nás:

Reklamy


Reklamy