Online Bible

- Reklamy -




ଯିହିଜିକଲ 47:1 - ପବିତ୍ର ବାଇବଲ

1 ଅନନ୍ତର ସେ ମୋତେ ଫେରାଇ ମନ୍ଦିରର ଦ୍ୱାର ନିକଟକୁ ଆଣିଲେ। ଗୃହର ପ୍ରବେଶ ସ୍ଥାନରେ ତଳୁ ଜଳ ନିର୍ଗତ ହୋଇ ପୂର୍ବଦିଗରେ ବହୁଥିବାର ମୁଁ ଦେଖିଲି କାରଣ ମନ୍ଦିର ସମ୍ମୁଖଭାଗ ପୂର୍ବାଭିମୂଖୀ ଥିଲା। ଆଉ ସେହି ଜଳ ତଳୁ ମନ୍ଦିରର ଦକ୍ଷିଣପାର୍ଶ୍ୱ ଦେଇ ଯଜ୍ଞବେଦିର ଦକ୍ଷିଣ ଦିଗରେ ବହିଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ଅନନ୍ତର ସେ ମୋତେ ଫେରାଇ ଗୃହର ଦ୍ଵାର ନିକଟକୁ ଆଣିଲେ; ଆଉ ଦେଖ, ଗୃହ- ପ୍ରବେଶ ସ୍ଥାନର ତଳରୁ ଜଳ ନିର୍ଗତ ହୋଇ ପୂର୍ବ ଦିଗରେ ବହିଲା, କାରଣ ଗୃହର ଅଗ୍ରଭାଗ ପୂର୍ବାଭିମୁଖ ଥିଲା; ଆଉ, ସେହି ଜଳ ତଳରୁ ଗୃହର ଦକ୍ଷିଣ ପାର୍ଶ୍ଵ ଦେଇ ଯଜ୍ଞବେଦିର ଦକ୍ଷିଣ ଦିଗରେ ବହିଲା।

Viz kapitola kopírovat

ଓଡିଆ ବାଇବେଲ

1 ଏଥିଉତ୍ତାରେ ସେ ମୋତେ ଫେରାଇ ଗୃହର ଦ୍ୱାର ନିକଟକୁ ଆଣିଲେ; ଆଉ ଦେଖ, ଗୃହ-ପ୍ରବେଶ ସ୍ଥାନର ତଳରୁ ଜଳ ନିର୍ଗତ ହୋଇ ପୂର୍ବ ଦିଗରେ ବହିଲା, କାରଣ ଗୃହର ଅଗ୍ରଭାଗ ପୂର୍ବାଭିମୁଖ ଥିଲା; ଆଉ, ସେହି ଜଳ ତଳରୁ ଗୃହର ଦକ୍ଷିଣ ପାର୍ଶ୍ୱ ଦେଇ ଯଜ୍ଞବେଦିର ଦକ୍ଷିଣ ଦିଗରେ ବହିଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଏଥିଉତ୍ତାରେ ସେ ମୋତେ ଫେରାଇ ଗୃହର ଦ୍ୱାର ନିକଟକୁ ଆଣିଲେ; ଆଉ ଦେଖ, ଗୃହ-ପ୍ରବେଶ ସ୍ଥାନର ତଳରୁ ଜଳ ନିର୍ଗତ ହୋଇ ପୂର୍ବ ଦିଗରେ ବହିଲା, କାରଣ ଗୃହର ଅଗ୍ରଭାଗ ପୂର୍ବାଭିମୁଖ ଥିଲା; ଆଉ, ସେହି ଜଳ ତଳରୁ ଗୃହର ଦକ୍ଷିଣ ପାର୍ଶ୍ୱ ଦେଇ ଯଜ୍ଞବେଦିର ଦକ୍ଷିଣ ଦିଗରେ ବହିଲା।

Viz kapitola kopírovat




ଯିହିଜିକଲ 47:1

Následuj nás:

Reklamy


Reklamy