Online Bible

- Reklamy -




ଯିହିଜିକଲ 47:10 - ପବିତ୍ର ବାଇବଲ

10 ଏବଂ ତୁମ୍ଭେ ତାହା ନିକଟରେ ମତ୍ସ୍ୟଧରାଳି ଠିଆ ହୋଇଥିବାର ଦେଖି ପାରିବ। ଐନ-ଗଦୀଠାରୁ ଐନ-ଇଗ୍ଳଇମ୍ ପର୍ଯ୍ୟନ୍ତ ଜାଲ ପକାଇବାର ସ୍ଥାନ ହେବ। ସେଠାରେ ବିଭିନ୍ନ ଜାତିର ଓ ବିଭିନ୍ନ ପ୍ରକାରର ମାଛ ଧରିବା ପାଇଁ ଜାଲ ପକାଇବେ। ଏବଂ ଏହାର ମାଛସବୁ ଭୂମଧ୍ୟସାଗରର ମାଛ ପରି ଅନେକ ପ୍ରକାର ହେବେ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ଆଉ, ତହିଁ ନିକଟରେ ମତ୍ସ୍ୟଧାରୀମାନେ ଠିଆ ହେବେ; ଐନ-ଗଦୀଠାରୁ ଐନ-ଇଗ୍ଳଇମ୍ ପର୍ଯ୍ୟନ୍ତ ଜାଲ ପ୍ରସାରିବାର ସ୍ଥାନ ହେବ ଓ ମତ୍ସ୍ୟସବୁ ସ୍ଵ ସ୍ଵ ଜାତି ଅନୁସାରେ ମହାସମୁଦ୍ରର ମତ୍ସ୍ୟନ୍ୟାୟ ସଂଖ୍ୟାରେ ଅତିଶୟ ହେବେ।

Viz kapitola kopírovat

ଓଡିଆ ବାଇବେଲ

10 ଆଉ, ତହିଁ ନିକଟରେ ମତ୍ସ୍ୟଧାରୀମାନେ ଠିଆ ହେବେ; ଐନଗଦୀଠାରୁ ଐନଇଗ୍ଳଇମ୍‍ ପର୍ଯ୍ୟନ୍ତ ଜାଲ ପ୍ରସାରିବାର ସ୍ଥାନ ହେବ ଓ ମତ୍ସ୍ୟସବୁ ସ୍ୱ ସ୍ୱ ଜାତି ଅନୁସାରେ ମହାସମୁଦ୍ରର ମତ୍ସ୍ୟନ୍ୟାୟ ସଂଖ୍ୟାରେ ଅତିଶୟ ହେବେ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ଆଉ, ତହିଁ ନିକଟରେ ମତ୍ସ୍ୟଧାରୀମାନେ ଠିଆ ହେବେ; ଐନଗଦୀଠାରୁ ଐନଇଗ୍ଳଇମ୍‍ ପର୍ଯ୍ୟନ୍ତ ଜାଲ ପ୍ରସାରିବାର ସ୍ଥାନ ହେବ ଓ ମତ୍ସ୍ୟସବୁ ସ୍ୱ ସ୍ୱ ଜାତି ଅନୁସାରେ ମହାସମୁଦ୍ରର ମତ୍ସ୍ୟନ୍ୟାୟ ସଂଖ୍ୟାରେ ଅତିଶୟ ହେବେ।

Viz kapitola kopírovat




ଯିହିଜିକଲ 47:10

Následuj nás:

Reklamy


Reklamy