ଯିହିଜିକଲ 47:14 - ପବିତ୍ର ବାଇବଲ14 ତୁମ୍ଭେମାନେ ଏହା ସମାନ ସମାନ ଭାଗ କରିବ। କାରଣ ଏହି ଦେଶ ଦେବା ପାଇଁ ମୁଁ ତୁମ୍ଭମାନଙ୍କ ପୂର୍ବପୁରୁଷମାନଙ୍କଠାରେ ପ୍ରତିଜ୍ଞା କରିଥିଲି ଏବଂ ଏହି ଦେଶ ତୁମ୍ଭେମାନେ ଅଧିକାର କରିବ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଆଉ, ତୁମ୍ଭମାନଙ୍କର ଏକ ଯେପରି, ଅନ୍ୟ ସେପରି, ତାହା ଉତ୍ତରାଧିକାର ରୂପେ ପାଇବ; ତଦ୍ବିଷୟରେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ତାହା ଦେବା ପାଇଁ ଆମ୍ଭେ ଆପଣା ହସ୍ତ ଉଠାଇଲୁ ଓ ଏହି ଦେଶ ଉତ୍ତରାଧିକାର ନିମନ୍ତେ ତୁମ୍ଭମାନଙ୍କର ହେବ। Viz kapitolaଓଡିଆ ବାଇବେଲ14 ଆଉ, ତୁମ୍ଭମାନଙ୍କର ଏକ ଯେପରି, ଅନ୍ୟ ସେହିପରି, ତାହା ଉତ୍ତରାଧିକାର ରୂପେ ପାଇବ; ତଦ୍ବିଷୟରେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ତାହା ଦେବା ପାଇଁ ଆମ୍ଭେ ଆପଣା ହସ୍ତ ଉଠାଇଲୁ ଓ ଏହି ଦେଶ ଉତ୍ତରାଧିକାର ନିମନ୍ତେ ତୁମ୍ଭମାନଙ୍କର ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆଉ, ତୁମ୍ଭମାନଙ୍କର ଏକ ଯେପରି, ଅନ୍ୟ ସେହିପରି, ତାହା ଉତ୍ତରାଧିକାର ରୂପେ ପାଇବ; ତଦ୍ବିଷୟରେ ତୁମ୍ଭମାନଙ୍କର ପିତୃପୁରୁଷମାନଙ୍କୁ ତାହା ଦେବା ପାଇଁ ଆମ୍ଭେ ଆପଣା ହସ୍ତ ଉଠାଇଲୁ ଓ ଏହି ଦେଶ ଉତ୍ତରାଧିକାର ନିମନ୍ତେ ତୁମ୍ଭମାନଙ୍କର ହେବ। Viz kapitola |