Online Bible

- Reklamy -




ଯିହିଜିକଲ 47:18 - ପବିତ୍ର ବାଇବଲ

18 “ପୂର୍ବ ଦିଗର ସୀମା ହାମୋର, ନୋନ୍ ମଧ୍ୟରେ ହୌରଣ, ଦମ୍ମେଶକ ଦେଇ ଯର୍ଦ୍ଦନ ନଦୀ ଦେଇ ଗିଲିୟଦ ଓ ଇସ୍ରାଏଲ ମଧ୍ୟଦେଇ ଯିବ। ପୂର୍ବ ସମୁଦ୍ର ହୌରଣ, ଦମ୍ମେଶକ ଓ ଗିଲିୟଦ। ଆଉ ଇସ୍ରାଏଲର ଦେଶର ମଧ୍ୟବର୍ତ୍ତୀ ଯର୍ଦ୍ଦନ ହେବ। ଉତ୍ତର ସୀମାରୁ ପୂର୍ବ ସମୁଦ୍ର ପର୍ଯ୍ୟନ୍ତ ମାପିବ। ଏହା ପୂର୍ବ ସୀମା ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ଆଉ, ପୂର୍ବ ଦିଗରେ ହୌରଣ, ଦାମାସ୍କସ୍ ଓ ଗିଲୀୟଦ, ଆଉ ଇସ୍ରାଏଲ ଦେଶର ମଧ୍ୟବର୍ତ୍ତୀ ଯର୍ଦ୍ଦନ ହେବ; ତୁମ୍ଭେମାନେ ଉତ୍ତର ସୀମାରୁ ପୂର୍ବ ସମୁଦ୍ର ପର୍ଯ୍ୟନ୍ତ ମାପିବ। ଏହା ପୂର୍ବ ସୀମା।

Viz kapitola kopírovat

ଓଡିଆ ବାଇବେଲ

18 ଆଉ, ପୂର୍ବ ଦିଗରେ ହୌରଣ, ଦମ୍ମେଶକ ଓ ଗିଲୀୟଦ, ଆଉ ଇସ୍ରାଏଲ ଦେଶର ମଧ୍ୟବର୍ତ୍ତୀ ଯର୍ଦ୍ଦନ ହେବ; ତୁମ୍ଭେମାନେ ଉତ୍ତର ସୀମାରୁ ପୂର୍ବ ସମୁଦ୍ର ପର୍ଯ୍ୟନ୍ତ ମାପିବ। ଏହା ପୂର୍ବ ସୀମା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ଆଉ, ପୂର୍ବ ଦିଗରେ ହୌରଣ, ଦମ୍ମେଶକ ଓ ଗିଲୀୟଦ, ଆଉ ଇସ୍ରାଏଲ ଦେଶର ମଧ୍ୟବର୍ତ୍ତୀ ଯର୍ଦ୍ଦନ ହେବ; ତୁମ୍ଭେମାନେ ଉତ୍ତର ସୀମାରୁ ପୂର୍ବ ସମୁଦ୍ର ପର୍ଯ୍ୟନ୍ତ ମାପିବ। ଏହା ପୂର୍ବ ସୀମା।

Viz kapitola kopírovat




ଯିହିଜିକଲ 47:18

Následuj nás:

Reklamy


Reklamy