ଯିହିଜିକଲ 47:2 - ପବିତ୍ର ବାଇବଲ2 ଏବଂ ସେ ମୋତେ ଉତ୍ତର ଦ୍ୱାରର ପଥଦେଇ ବାହାରକୁ ଆଣିଲେ। ଆଉ ବାହାର ପଥଦେଇ ବୁଲାଇ ପୂର୍ବାଭିମୁଖ ଦ୍ୱାରର ପଥ ଉପରଦେଇ ବାହାର ଦ୍ୱାରକୁ ନେଇଗଲେ। ସେହି ସ୍ଥାନରେ ଦକ୍ଷିଣ ପାର୍ଶ୍ୱରେ ଜଳ ବହୁଥିବାର ମୁଁ ଦେଖିଲି। Viz kapitolaପବିତ୍ର ବାଇବଲ (Re-edited) - (BSI)2 ତେବେ ସେ ମୋତେ ଉତ୍ତର ଦ୍ଵାରର ପଥ ଦେଇ ବାହାର କରାଇ ଆଣିଲେ, ଆଉ ବାହାର ପଥ ଦେଇ ବୁଲାଇ ପୂର୍ବାଭିମୁଖ ଦ୍ଵାରର ପଥ ଦେଇ ବାହାର ଦ୍ଵାରକୁ ନେଇ ଗଲେ; ଆଉ ଦେଖ, ସେସ୍ଥାନରେ ଦକ୍ଷିଣ ପାର୍ଶ୍ଵରେ ଜଳ ବହୁଥିଲା। Viz kapitolaଓଡିଆ ବାଇବେଲ2 ତେବେ ସେ ମୋତେ ଉତ୍ତର ଦ୍ୱାରର ପଥ ଦେଇ ବାହାର କରାଇ ଆଣିଲେ, ଆଉ ବାହାର ପଥ ଦେଇ ବୁଲାଇ ପୂର୍ବାଭିମୁଖ ଦ୍ୱାରର ପଥ ଦେଇ ବାହାର ଦ୍ୱାରକୁ ନେଇ ଗଲେ; ଆଉ ଦେଖ, ସେହି ସ୍ଥାନରେ ଦକ୍ଷିଣ ପାର୍ଶ୍ୱରେ ଜଳ ବହୁଥିଲା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT2 ତେବେ ସେ ମୋତେ ଉତ୍ତର ଦ୍ୱାରର ପଥ ଦେଇ ବାହାର କରାଇ ଆଣିଲେ, ଆଉ ବାହାର ପଥ ଦେଇ ବୁଲାଇ ପୂର୍ବାଭିମୁଖ ଦ୍ୱାରର ପଥ ଦେଇ ବାହାର ଦ୍ୱାରକୁ ନେଇଗଲେ; ଆଉ ଦେଖ, ସେହି ସ୍ଥାନରେ ଦକ୍ଷିଣ ପାର୍ଶ୍ୱରେ ଜଳ ବହୁଥିଲା। Viz kapitola |