ଯିହିଜିକଲ 47:22 - ପବିତ୍ର ବାଇବଲ22 ପୁଣି ତୁମ୍ଭେମାନେ ତୁମ୍ଭମାନଙ୍କ ଉତ୍ତରାଧିକାରୀମାନଙ୍କ ମଧ୍ୟରେ ଓ ତୁମ୍ଭମାନଙ୍କ ମଧ୍ୟରେ ବାସ କରୁଥିବା ବିଦେଶୀମାନଙ୍କ ନିମନ୍ତେ ଓ ସେମାନଙ୍କଠାରୁ ଉତ୍ପନ୍ନ ସନ୍ତାନସନ୍ତତି ନିମନ୍ତେ ଓ ଉତ୍ତରାଧିକାରୀ ନିମନ୍ତେ ଗୁଲିବାଣ୍ଟ ଦ୍ୱାରା ଦେଶ ବିଭାଗ କରିବ ଏବଂ ସେମାନେ ଇସ୍ରାଏଲ ଲୋକମାନେ ସ୍ୱଜନ୍ମସ୍ଥାନ ତୁଲ୍ୟ ବିବେଚିତ ହେବା ଉଚିତ୍। ସେମାନେ ମଧ୍ୟ କିଛି ଇସ୍ରାଏଲ ଭୂମିର ଉତ୍ତରାଧିକାରୀ ହେବା ଉଚିତ୍। ଇସ୍ରାଏଲ ପରିବାରବର୍ଗମାନଙ୍କ ମଧ୍ୟରୁ ସେମାନଙ୍କ ପାଇଁ ଭୂମି ପ୍ରାପ୍ତ କର। Viz kapitolaପବିତ୍ର ବାଇବଲ (Re-edited) - (BSI)22 ପୁଣି, ତୁମ୍ଭେମାନେ ଆପଣାମାନଙ୍କର ଓ ଯେଉଁ ବିଦେଶୀ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସ କରନ୍ତି ଓ ତୁମ୍ଭମାନଙ୍କ ମଧ୍ୟରେ ସନ୍ତାନସନ୍ତତି ଉତ୍ପନ୍ନ କରିବେ, ସେମାନଙ୍କର ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ଵାରା ଦେଶ ବିଭାଗ କରିବ; ଆଉ, ସେମାନେ ତୁମ୍ଭମାନଙ୍କ ପ୍ରତି ଇସ୍ରାଏଲ ସନ୍ତାନଗଣର ମଧ୍ୟରେ ଗୃହଜାତ ସନ୍ତାନଗଣର ତୁଲ୍ୟ ହେବେ; ସେମାନେ ତୁମ୍ଭମାନଙ୍କର ସହିତ ଇସ୍ରାଏଲର ଗୋଷ୍ଠୀଗଣ ମଧ୍ୟରେ ଉତ୍ତରାଧିକାର ପ୍ରାପ୍ତ ହେବେ। Viz kapitolaଓଡିଆ ବାଇବେଲ22 ପୁଣି, ତୁମ୍ଭେମାନେ ଆପଣାମାନଙ୍କର ଓ ଯେଉଁ ବିଦେଶୀ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସ କରନ୍ତି ଓ ତୁମ୍ଭମାନଙ୍କ ମଧ୍ୟରେ ସନ୍ତାନସନ୍ତତି ଉତ୍ପନ୍ନ କରିବେ, ସେମାନଙ୍କର ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ୱାରା ଦେଶ ବିଭାଗ କରିବ; ଆଉ, ସେମାନେ ତୁମ୍ଭମାନଙ୍କ ପ୍ରତି ଇସ୍ରାଏଲ ସନ୍ତାନଗଣର ମଧ୍ୟରେ ଗୃହଜାତ ସନ୍ତାନଗଣର ତୁଲ୍ୟ ହେବେ; ସେମାନେ ତୁମ୍ଭମାନଙ୍କର ସହିତ ଇସ୍ରାଏଲର ଗୋଷ୍ଠୀଗଣ ମଧ୍ୟରେ ଉତ୍ତରାଧିକାର ପ୍ରାପ୍ତ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT22 ପୁଣି, ତୁମ୍ଭେମାନେ ଆପଣାମାନଙ୍କର ଓ ଯେଉଁ ବିଦେଶୀ ଲୋକମାନେ ତୁମ୍ଭମାନଙ୍କ ମଧ୍ୟରେ ପ୍ରବାସ କରନ୍ତି ଓ ତୁମ୍ଭମାନଙ୍କ ମଧ୍ୟରେ ସନ୍ତାନସନ୍ତତି ଉତ୍ପନ୍ନ କରିବେ, ସେମାନଙ୍କର ଉତ୍ତରାଧିକାର ନିମନ୍ତେ ଗୁଲିବାଣ୍ଟ ଦ୍ୱାରା ଦେଶ ବିଭାଗ କରିବ; ଆଉ, ସେମାନେ ତୁମ୍ଭମାନଙ୍କ ପ୍ରତି ଇସ୍ରାଏଲ-ସନ୍ତାନଗଣର ମଧ୍ୟରେ ଗୃହଜାତ ସନ୍ତାନଗଣର ତୁଲ୍ୟ ହେବେ; ସେମାନେ ତୁମ୍ଭମାନଙ୍କର ସହିତ ଇସ୍ରାଏଲର ଗୋଷ୍ଠୀଗଣ ମଧ୍ୟରେ ଉତ୍ତରାଧିକାର ପ୍ରାପ୍ତ ହେବେ। Viz kapitola |