ଯିହିଜିକଲ 47:23 - ପବିତ୍ର ବାଇବଲ23 ସେମାନେ ନିଜର ବାସ କରୁଥିବା ପରିବାରବର୍ଗ ଅନୁସାରେ ଅଧିକାର ପାଇବେ।” ସଦାପ୍ରଭୁ, ମୋର ପ୍ରଭୁ ଏହା କହନ୍ତି। Viz kapitolaପବିତ୍ର ବାଇବଲ (Re-edited) - (BSI)23 ଆଉ, ବିଦେଶୀୟ ଲୋକ ଯେଉଁ ଗୋଷ୍ଠୀ ମଧ୍ୟରେ ପ୍ରବାସ କରେ, ସେସ୍ଥାନରେ ତୁମ୍ଭେମାନେ ତାହାକୁ ଅଧିକାର ଦେବ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି। Viz kapitolaଓଡିଆ ବାଇବେଲ23 ଆଉ, ବିଦେଶୀୟ ଲୋକ ଯେଉଁ ଗୋଷ୍ଠୀ ମଧ୍ୟରେ ପ୍ରବାସ କରେ, ସେହି ସ୍ଥାନରେ ତୁମ୍ଭେମାନେ ତାହାକୁ ଅଧିକାର ଦେବ,” ଏହା ପ୍ରଭୁ, ସଦାପ୍ରଭୁ କହନ୍ତି। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT23 ଆଉ, ବିଦେଶୀୟ ଲୋକ ଯେଉଁ ଗୋଷ୍ଠୀ ମଧ୍ୟରେ ପ୍ରବାସ କରେ, ସେହି ସ୍ଥାନରେ ତୁମ୍ଭେମାନେ ତାହାକୁ ଅଧିକାର ଦେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି। Viz kapitola |