Online Bible

- Reklamy -




ଯିହିଜିକଲ 47:3 - ପବିତ୍ର ବାଇବଲ

3 ସେହି ବ୍ୟକ୍ତି ମାପ ଫିତା ଓ ନିଜ ହାତରେ ନେଇ ପୂର୍ବଆଡ଼େ ଗଲେ ଓ 1,000 ହାତ ମାପିଲେ। ଆଉ ମୋତେ ସେ ଜଳ ମଧ୍ୟଦେଇ ଗମନ କରାଇଲେ। ଜଳ ଆଣ୍ଠୁଏ ପର୍ଯ୍ୟନ୍ତ ହେଲା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

3 ସେହି ବ୍ୟକ୍ତି ଯେତେବେଳେ ପରିମାପକ ରଜ୍ଜୁ ଆପଣା ହସ୍ତରେ ଧରି ପୂର୍ବଆଡ଼େ ବାହାରିଲେ, ସେତେବେଳେ ସେ ଏକ ହଜାର ହାତ ମାପିଲେ, ପୁଣି ମୋତେ ଜଳ ମଧ୍ୟ ଦେଇ ଗମନ କରାଇଲେ, ଜଳ ବଳାଗଣ୍ଠି ସରିକି ହେଲା।

Viz kapitola kopírovat

ଓଡିଆ ବାଇବେଲ

3 ସେହି ବ୍ୟକ୍ତି ଯେତେବେଳେ ପରିମାପକ ରଜ୍ଜୁ ଆପଣା ହସ୍ତରେ ଧରି ପୂର୍ବଆଡ଼େ ବାହାରିଲେ, ସେତେବେଳେ ସେ ଏକ ହଜାର ହାତ ମାପିଲେ, ପୁଣି, ମୋତେ ଜଳ ମଧ୍ୟ ଦେଇ ଗମନ କରାଇଲେ, ଜଳ ବଳାଗଣ୍ଠି ପର୍ଯ୍ୟନ୍ତ ହେଲା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

3 ସେହି ବ୍ୟକ୍ତି ଯେତେବେଳେ ପରିମାପକ ରଜ୍ଜୁ ଆପଣା ହସ୍ତରେ ଧରି ପୂର୍ବ ଆଡ଼େ ବାହାରିଲେ, ସେତେବେଳେ ସେ ଏକ ହଜାର ହାତ ମାପିଲେ, ପୁଣି, ମୋତେ ଜଳ ମଧ୍ୟଦେଇ ଗମନ କରାଇଲେ, ଜଳ ବଳାଗଣ୍ଠି ପର୍ଯ୍ୟନ୍ତ ହେଲା।

Viz kapitola kopírovat




ଯିହିଜିକଲ 47:3

Následuj nás:

Reklamy


Reklamy