ଯିହିଜିକଲ 47:8 - ପବିତ୍ର ବାଇବଲ8 ଲୋକଟି ମୋତେ କହିଲେ, “ଏହି ଜଳସବୁ ପୂର୍ବ ଅଞ୍ଚଳ ଆଡ଼େ ବହୁଅଛି। ଆଉ ତାହା ପ୍ରବାହିତ ହୋଇ ଆରବ୍ବାକୁ ଯିବ, ଆଉ ତାହା ମୃତ ସମୁଦ୍ରକୁ ଯିବ, ଏବଂ ଯେତେବେଳେ ଏହା ସମୁଦ୍ରରେ ପ୍ରବେଶ କରେ, ଏହାର ଜଳ ନିର୍ମଳ ହୋଇଯାଏ। Viz kapitolaପବିତ୍ର ବାଇବଲ (Re-edited) - (BSI)8 ତହିଁରେ ସେ ମୋତେ କହିଲେ, ଏହି ଜଳସବୁ ପୂର୍ବ ଅଞ୍ଚଳ ଆଡ଼େ ବହୁଅଛି ଓ ତାହା ଗଡ଼ି ଆରବ୍ବାକୁ ଯିବ; ଆଉ, ତାହା ସମୁଦ୍ର ଆଡ଼କୁ ଯିବ; ଯେଉଁ ଜଳସବୁ ନିର୍ଗତ ହେଲା, ତାହାସବୁ ସମୁଦ୍ରରେ ପ୍ରବେଶ କରିବ; ତହୁଁ ସେ ଜଳ ଉତ୍ତମ ହେବ। Viz kapitolaଓଡିଆ ବାଇବେଲ8 ତହିଁରେ ସେ ମୋତେ କହିଲେ, “ଏହି ଜଳସବୁ ପୂର୍ବ ଅଞ୍ଚଳ ଆଡ଼େ ବହୁଅଛି ଓ ତାହା ଗଡ଼ି ଆରବ୍ବାକୁ ଯିବ; ଆଉ, ତାହା ସମୁଦ୍ର ଆଡ଼କୁ ଯିବ; ଯେଉଁ ଜଳସବୁ ନିର୍ଗତ ହେଲା, ତାହାସବୁ ସମୁଦ୍ରରେ ପ୍ରବେଶ କରିବ; ତହୁଁ ସେ ଜଳ ଉତ୍ତମ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT8 ତହିଁରେ ସେ ମୋତେ କହିଲେ, “ଏହି ଜଳସବୁ ପୂର୍ବ ଅଞ୍ଚଳ ଆଡ଼େ ବହୁଅଛି ଓ ତାହା ଗଡ଼ି ଆରବାକୁ ଯିବ; ଆଉ, ତାହା ସମୁଦ୍ର ଆଡ଼କୁ ଯିବ; ଯେଉଁ ଜଳସବୁ ନିର୍ଗତ ହେଲା, ତାହାସବୁ ସମୁଦ୍ରରେ ପ୍ରବେଶ କରିବ; ତହୁଁ ସେ ଜଳ ଉତ୍ତମ ହେବ। Viz kapitola |