ଯିହିଜିକଲ 47:9 - ପବିତ୍ର ବାଇବଲ9 ପୁନଶ୍ଚ ଏହି ଦନୀସବୁ ଯେଉଁ ସମସ୍ତ ସ୍ଥାନ ଦେଇ ବହିବ, ସେ ସ୍ଥାନସ୍ଥିତ ବହୁସଂଖ୍ୟକ ଜୀବଜନ୍ତୁ ସବୁ ବଞ୍ଚିବେ ଓ ସେ ସ୍ଥାନରେ ଅପାର ମତ୍ସ୍ୟ ହେବେ। କାରଣ ଏହିସବୁ ଜଳ ସେ ସ୍ଥାନକୁ ଆସିଅଛି ଓ ସମୁଦ୍ରର ଜଳ ଉତ୍ତମ ହେବ। ଆଉ ଯେଉଁ ସ୍ଥାନ ଦେଇ ଏହା ପ୍ରବାହିତ ହେବ, ସେ ସ୍ଥାନରେ ସମସ୍ତେ ସଂଜୀବିତ ହେବେ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ପୁଣି, ଏହି ନଦୀସବୁ ଯେସକଳ ସ୍ଥାନ ଦେଇ ବହିବ, ସେସ୍ଥାନସ୍ଥିତ ବହୁସଂଖ୍ୟକ ଜୀବଜନ୍ତୁ ସବୁ ବଞ୍ଚିବେ ଓ ସେସ୍ଥାନରେ ଅପାର ମତ୍ସ୍ୟ ହେବେ; କାରଣ ଏହିସବୁ ଜଳ ସେସ୍ଥାନକୁ ଆସିଅଛି ଓ ସମୁଦ୍ରର ଜଳ ଉତ୍ତମ ହେବ, ଆଉ ଯେକୌଣସି ସ୍ଥାନ ଦେଇ ଏହି ନଦୀ ବହେ, ସେସ୍ଥାନର ସକଳ ହିଁ ସଞ୍ଜୀବିତ ହେବେ। Viz kapitolaଓଡିଆ ବାଇବେଲ9 ପୁଣି, ଏହି ନଦୀସବୁ ଯେସକଳ ସ୍ଥାନ ଦେଇ ବହିବ, ସେସ୍ଥାନସ୍ଥିତ ବହୁସଂଖ୍ୟକ ଜୀବଜନ୍ତୁ ସବୁ ବଞ୍ଚିବେ ଓ ସେହି ସ୍ଥାନରେ ଅପାର ମତ୍ସ୍ୟ ହେବେ; କାରଣ ଏହିସବୁ ଜଳ ସେସ୍ଥାନକୁ ଆସିଅଛି ଓ ସମୁଦ୍ରର ଜଳ ଉତ୍ତମ ହେବ, ଆଉ ଯେକୌଣସି ସ୍ଥାନ ଦେଇ ଏହି ନଦୀ ବହେ, ସେସ୍ଥାନର ସକଳ ହିଁ ସଞ୍ଜୀବିତ ହେବେ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ଏହି ନଦୀସବୁ ଯେସକଳ ସ୍ଥାନ ଦେଇ ବହିବ, ସେସ୍ଥାନସ୍ଥିତ ବହୁସଂଖ୍ୟକ ଜୀବଜନ୍ତୁ ସବୁ ବଞ୍ଚିବେ ଓ ସେହି ସ୍ଥାନରେ ଅପାର ମତ୍ସ୍ୟ ହେବେ; କାରଣ ଏହିସବୁ ଜଳ ସେସ୍ଥାନକୁ ଆସିଅଛି ଓ ସମୁଦ୍ରର ଜଳ ଉତ୍ତମ ହେବ, ଆଉ ଯେକୌଣସି ସ୍ଥାନ ଦେଇ ଏହି ନଦୀ ବହେ, ସେସ୍ଥାନର ସକଳ ହିଁ ସଞ୍ଜୀବିତ ହେବେ। Viz kapitola |