Online Bible

- Reklamy -




ଯିହିଜିକଲ 48:1 - ପବିତ୍ର ବାଇବଲ

1-7 “ଉତ୍ତର ସୀମା ଭୂମଧ୍ୟସାଗରଠାରୁ ପୂର୍ବକୁ ହ‌‌ତ୍‌‌ଲୋନ, ହମାତ୍ ମଧ୍ୟରେ ଏବଂ ହ‌‌ତ୍‌‌ସରେ-ଐନନ୍ ପର୍ଯ୍ୟନ୍ତ ବିସ୍ତାର କରିଥିଲା। ଏହା ଦମ୍ମେଶକ ଓ ହମାତର ସୀମା ଉପରେ ଥିଲା। ପରିବାରବର୍ଗଙ୍କ ନିମନ୍ତେ ପୂର୍ବରୁ ପଶ୍ଚିମ ସୀମା ମଧ୍ୟରେ ଦେଶ ବିଭାଗ ହେବ ଓ ଉତ୍ତରରୁ ଦକ୍ଷିଣ ସୀମା ମଧ୍ୟରେ ପରିବାରବର୍ଗଙ୍କ ପାଇଁ ଦେଶ ବିଭାଗ ହେବ। ଆଉ ପରିବାରବର୍ଗଙ୍କ ନାମ ଏହିପରି ଯଥା: ଦାନ, ଆଶେର, ନପ୍ତାଲି, ମନଃଶି, ଇଫ୍ରୟିମ, ରୁବେନ୍ ଓ ଯିହୁଦା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

1 ଗୋଷ୍ଠୀବର୍ଗଙ୍କର ଏହି ଏହି ନାମ : ହମାତ୍ର ପ୍ରବେଶ-ସ୍ଥାନକୁ ଯିବାର ହତ୍ଲୋନର ପଥ ନିକଟସ୍ଥ ଉତ୍ତର ପ୍ରା; ସୀମାଠାରୁ ଦାମାସ୍କସ୍ର ସୀମା ନିକଟସ୍ଥ ହତ୍ସର-ଐନନ୍, ହମାତ୍ ପାର୍ଶ୍ଵସ୍ଥ ଉତ୍ତର ଦିଗ ପର୍ଯ୍ୟନ୍ତ; ଆଉ, ତହିଁର ପୂର୍ବ ଓ ପଶ୍ଚିମ ସୀମା ହେବ; ଦାନ, ଏକ ଅଂଶ।

Viz kapitola kopírovat

ଓଡିଆ ବାଇବେଲ

1 ଗୋଷ୍ଠୀବର୍ଗଙ୍କର ଏହି ଏହି ନାମ : ହମାତ୍‍ର ପ୍ରବେଶ-ସ୍ଥାନକୁ ଯିବାର ହିତ୍‍ଲୋନର ପଥ ନିକଟସ୍ଥ ଉତ୍ତର ପ୍ରାନ୍ତ ସୀମାଠାରୁ ଦମ୍ମେଶକର ସୀମା ନିକଟସ୍ଥ ହତ୍‍ସର-ଐନନ୍‍, ହମାତ୍‍ ପାର୍ଶ୍ୱସ୍ଥ ଉତ୍ତର ଦିଗ ପର୍ଯ୍ୟନ୍ତ; ଆଉ, ତହିଁର ପୂର୍ବ ଓ ପଶ୍ଚିମ ସୀମା ହେବ; ଦାନ୍, ଏକ ଅଂଶ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

1 ଗୋଷ୍ଠୀବର୍ଗଙ୍କର ଏହି ଏହି ନାମ: ହମାତ୍‍ର ପ୍ରବେଶ ସ୍ଥାନକୁ ଯିବାର ହିତ୍‍ଲୋନର ପଥ ନିକଟସ୍ଥ ଉତ୍ତର ପ୍ରାନ୍ତ ସୀମାଠାରୁ ଦମ୍ମେଶକର ସୀମା ନିକଟସ୍ଥ ହତ୍‍ସର-ଐନନ୍‍, ହମାତ୍‍ ପାର୍ଶ୍ୱସ୍ଥ ଉତ୍ତର ଦିଗ ପର୍ଯ୍ୟନ୍ତ; ଆଉ, ତହିଁର ପୂର୍ବ ଓ ପଶ୍ଚିମ ସୀମା ହେବ; ଦାନ୍, ଏକ ଅଂଶ।

Viz kapitola kopírovat




ଯିହିଜିକଲ 48:1

Následuj nás:

Reklamy


Reklamy