Online Bible

- Reklamy -




ଯିହିଜିକଲ 48:10 - ପବିତ୍ର ବାଇବଲ

10 ସେହି ବିଶେଷ ଭୂମି “ଯାଜକମାନଙ୍କ ପାଇଁ ହେବ। ତାହା ଉତ୍ତରରେ 25,000 ହାତ ଦୈର୍ଘ୍ୟ ଓ ପଶ୍ଚିମରେ 10,000 ହାତ ପ୍ରସ୍ଥ ହେବ। ପୁଣି ପୂର୍ବ ଆଡ଼େ 10,000 ହାତ ପ୍ରସ୍ଥ ଓ ଦକ୍ଷିଣ ଆଡ଼େ 25,000 ହାତ ଦୈର୍ଘ୍ୟ ହେବ। ଏହାର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ମନ୍ଦିର ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

10 ସେହି ପବିତ୍ର ଉପହାର ଭୂମି ଏମାନଙ୍କ ପାଇଁ, ଅର୍ଥାତ୍, ଯାଜକମାନଙ୍କ ପାଇଁ ହେବ; ତାହା ଉତ୍ତର ଆଡ଼େ ପଚିଶ ହଜାର ନଳ ଦୀର୍ଘ ଓ ପଶ୍ଚିମ ଆଡ଼େ ଦଶ ହଜାର ନଳ ପ୍ରସ୍ଥ, ପୂର୍ବ ଆଡ଼େ ଦଶ ହଜାର ନଳ ପ୍ରସ୍ଥ ଓ ଦକ୍ଷିଣ ଆଡ଼େ ପଚିଶ ହଜାର ନଳ ଦୀର୍ଘ ହେବ; ତହିଁର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ଧର୍ମଧାମ ହେବ।

Viz kapitola kopírovat

ଓଡିଆ ବାଇବେଲ

10 ସେହି ପବିତ୍ର ଉପହାର ଭୂମି ଏମାନଙ୍କ ପାଇଁ, ଅର୍ଥାତ୍‍, ଯାଜକମାନଙ୍କ ପାଇଁ ହେବ; ତାହା ଉତ୍ତର ଆଡ଼େ ପଚିଶ ହଜାର ନଳ ଦୀର୍ଘ ଓ ପଶ୍ଚିମ ଆଡ଼େ ଦଶ ହଜାର ନଳ ପ୍ରସ୍ଥ, ପୂର୍ବ ଆଡ଼େ ଦଶ ହଜାର ନଳ ପ୍ରସ୍ଥ ଓ ଦକ୍ଷିଣ ଆଡ଼େ ପଚିଶ ହଜାର ନଳ ଦୀର୍ଘ ହେବ; ତହିଁର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ଧର୍ମଧାମ ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

10 ସେହି ପବିତ୍ର ଉପହାର ଭୂମି ଏମାନଙ୍କ ପାଇଁ, ଅର୍ଥାତ୍‍, ଯାଜକମାନଙ୍କ ପାଇଁ ହେବ; ତାହା ଉତ୍ତର ଆଡ଼େ ପଚିଶ ହଜାର ନଳ ଦୀର୍ଘ ଓ ପଶ୍ଚିମ ଆଡ଼େ ଦଶ ହଜାର ନଳ ପ୍ରସ୍ଥ, ପୂର୍ବ ଆଡ଼େ ଦଶ ହଜାର ନଳ ପ୍ରସ୍ଥ ଓ ଦକ୍ଷିଣ ଆଡ଼େ ପଚିଶ ହଜାର ନଳ ଦୀର୍ଘ ହେବ; ତହିଁର ମଧ୍ୟସ୍ଥାନରେ ସଦାପ୍ରଭୁଙ୍କର ଧର୍ମଧାମ ହେବ।

Viz kapitola kopírovat




ଯିହିଜିକଲ 48:10

Následuj nás:

Reklamy


Reklamy