Online Bible

- Reklamy -




ଯିହିଜିକଲ 48:11 - ପବିତ୍ର ବାଇବଲ

11 ତାହା ସାଦୋକର ସନ୍ତାନଗଣ ମଧ୍ୟରୁ ପବିତ୍ରୀକୃତ ଯାଜକମାନଙ୍କ ବଂଶଧର ନିମନ୍ତେ ହେବ। ଯେଉଁମାନେ ମୋତେ ବିଶ୍ୱସ୍ତ ଭାବରେ ସେବା କରିଛନ୍ତି, କାରଣ ସେମାନେ ଆମର ରକ୍ଷଣୀୟ। ଇସ୍ରାଏଲର ପରିବାରବର୍ଗ ବିପଥଗାମୀ ହେବା ସମୟର ଲେବୀୟମାନେ ଯେପରି ବିପଥଗାମୀ ହେଲେ, ସେମାନେ ସେପରି ବିପଥଗାମୀ ହେଲେ ନାହିଁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

11 ତାହା ସାଦୋକର ସନ୍ତାନଗଣ ମଧ୍ୟରୁ ପବିତ୍ରୀକୃତ ଯାଜକମାନଙ୍କ ନିମନ୍ତେ ହେବ, ସେମାନେ ଆମ୍ଭର ରକ୍ଷଣୀୟ ରକ୍ଷା କରିଅଛନ୍ତି; ଇସ୍ରାଏଲର ସନ୍ତାନଗଣ ବିପଥଗାମୀ ହେବା ସମୟରେ ଲେବୀୟମାନେ ଯେପରି ବିପଥଗାମୀ ହେଲେ, ସେମାନେ ସେପରି ବିପଥଗାମୀ ହେଲେ ନାହିଁ।

Viz kapitola kopírovat

ଓଡିଆ ବାଇବେଲ

11 ତାହା ସାଦୋକର ସନ୍ତାନଗଣ ମଧ୍ୟରୁ ପବିତ୍ରୀକୃତ ଯାଜକମାନଙ୍କ ନିମନ୍ତେ ହେବ, ସେମାନେ ଆମ୍ଭର ରକ୍ଷଣୀୟ ରକ୍ଷା କରିଅଛନ୍ତି; ଇସ୍ରାଏଲର ସନ୍ତାନଗଣ ବିପଥଗାମୀ ହେବା ସମୟରେ ଲେବୀୟମାନେ ଯେପରି ବିପଥଗାମୀ ହେଲେ, ସେମାନେ ସେହିପରି ବିପଥଗାମୀ ହେଲେ ନାହିଁ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

11 ତାହା ସାଦୋକର ସନ୍ତାନଗଣ ମଧ୍ୟରୁ ପବିତ୍ରୀକୃତ ଯାଜକମାନଙ୍କ ନିମନ୍ତେ ହେବ, ସେମାନେ ଆମ୍ଭର ରକ୍ଷଣୀୟ ରକ୍ଷା କରିଅଛନ୍ତି; ଇସ୍ରାଏଲର ସନ୍ତାନଗଣ ବିପଥଗାମୀ ହେବା ସମୟରେ ଲେବୀୟମାନେ ଯେପରି ବିପଥଗାମୀ ହେଲେ, ସେମାନେ ସେହିପରି ବିପଥଗାମୀ ହେଲେ ନାହିଁ।

Viz kapitola kopírovat




ଯିହିଜିକଲ 48:11

Následuj nás:

Reklamy


Reklamy