Online Bible

- Reklamy -

ଯିହିଜିକଲ 48:13 - ପବିତ୍ର ବାଇବଲ

13 “ସୀମା ସହିତ ଯାଜକମାନେ, ଲେବୀୟମାନେ 25,000 ହାତ ଦୈର୍ଘ୍ୟ, 10,000 ହାତ ପ୍ରସ୍ଥ ବିଶିଷ୍ଟ ଭୂମି ପାଇବେ। ସମୁଦାୟ ଭୂମିର ଦୈର୍ଘ୍ୟ 25,000 ଓ ପ୍ରସ୍ଥ 10,000 ହାତ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

13 ଆଉ, ଯାଜକମାନଙ୍କର ସୀମାନୁସାରେ, ଲେବୀୟମାନେ ପଚିଶ ହଜାର ନଳ ଦୀର୍ଘ ଓ ଦଶ ହଜାର ନଳ ପ୍ରସ୍ଥ ଭୂମି ପାଇବେ; ସମୁଦାୟ ଭୂମିର ଦୀର୍ଘତା ପଚିଶ ହଜାର ଓ ପ୍ରସ୍ଥ ଦଶ ହଜାର ନଳ ହେବ।

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

13 ଆଉ, ଯାଜକମାନଙ୍କର ସୀମାନୁସାରେ, ଲେବୀୟମାନେ ପଚିଶ ହଜାର ନଳ ଦୀର୍ଘ ଓ ଦଶ ହଜାର ନଳ ପ୍ରସ୍ଥ ଭୂମି ପାଇବେ; ସମୁଦାୟ ଭୂମିର ଦୀର୍ଘତା ପଚିଶ ହଜାର ଓ ପ୍ରସ୍ଥ ଦଶ ହଜାର ନଳ ହେବ।

Viz kapitola kopírovat

ଯିହିଜିକଲ 48:13

Následuj nás:

Reklamy

Reklamy