Online Bible

- Reklamy -

ଯିହିଜିକଲ 48:14 - ପବିତ୍ର ବାଇବଲ

14 ସେମାନେ ସେହି ଭୂମିରୁ କିଛି ବିକ୍ରୟ କରିବେ ନାହିଁ କି ତାହା ପରିବର୍ତ୍ତନ କରିବେ ନାହିଁ। ଏହା ଭୂମିର ସବୁଠୁ ଉତ୍ତମ ଅଂଶ, ଆଉ ତାହା ହାତେ ମଧ୍ୟ ପରିବର୍ତ୍ତିତ ହେବ ନାହିଁ। କାରଣ ଏହା ସଦାପ୍ରଭୁଙ୍କୁ ଉତ୍ସର୍ଗିକୃତ ହୋଇଅଛି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

14 ପୁଣି, ସେମାନେ ସେହି ଭୂମିରୁ କିଛି ବିକ୍ରୟ କରିବେ ନାହିଁ; କିଅବା ତାହା ପରିବର୍ତ୍ତନ କରିବେ ନାହିଁ, ଅଥବା ଦେଶର ପ୍ରଥମଜାତ ଫଳ ହସ୍ତାନ୍ତରିତ ହେବ ନାହିଁ; କାରଣ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ।

Viz kapitola kopírovat

ଓଡିଆ ବାଇବେଲ

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

14 ପୁଣି, ସେମାନେ ସେହି ଭୂମିରୁ କିଛି ବିକ୍ରୟ କରିବେ ନାହିଁ; କିଅବା ତାହା ପରିବର୍ତ୍ତନ କରିବେ ନାହିଁ, ଅଥବା ଦେଶର ପ୍ରଥମଜାତ ଫଳ ହସ୍ତାନ୍ତରିତ ହେବ ନାହିଁ; କାରଣ ତାହା ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ଅଟେ।

Viz kapitola kopírovat

ଯିହିଜିକଲ 48:14

Následuj nás:

Reklamy

Reklamy