ଯିହିଜିକଲ 48:15 - ପବିତ୍ର ବାଇବଲ15 “ଆଉ 25,000 ହାତ ଦୈର୍ଘ୍ୟ ଓ 5,000 ହାତ ପ୍ରସ୍ଥ ବିଶିଷ୍ଟ ଭୂମି ଯେଉଁ ଅବଶିଷ୍ଟ ରହିବ ତାହା ସର୍ବସାଧାରଣ ବ୍ୟବହାର, ନଗର, ବସତିସ୍ଥାନ ଓ ଗ୍ଭରଣଭୂମି ନିମନ୍ତେ ରହିବ ଓ ତାହାର ମଧ୍ୟସ୍ଥାନରେ ନଗର ରହିବ। Viz kapitolaପବିତ୍ର ବାଇବଲ (Re-edited) - (BSI)15 ଆଉ, ପଚିଶ ହଜାର ନଳ ଭୂମିର ସମ୍ମୁଖରେ ପ୍ରସ୍ଥ ପରିମାଣରେ ଯେଉଁ ପାଞ୍ଚ ହଜାର ନଳ ଅବଶିଷ୍ଟ ରହେ, ତାହା ସାଧାରଣ ବ୍ୟବହାର, ନଗର, ବସତି-ସ୍ଥାନ ଓ ତଳଭୂମି ନିମନ୍ତେ ରହିବ ଓ ନଗର ତହିଁ ମଧ୍ୟସ୍ଥାନରେ ହେବ। Viz kapitolaଓଡିଆ ବାଇବେଲ15 ଆଉ, ପଚିଶ ହଜାର ନଳ ଭୂମିର ସମ୍ମୁଖରେ ପ୍ରସ୍ଥ ପରିମାଣରେ ଯେଉଁ ପାଞ୍ଚ ହଜାର ନଳ ଅବଶିଷ୍ଟ ରହେ, ତାହା ସାଧାରଣ ବ୍ୟବହାର, ନଗର, ବସତି-ସ୍ଥାନ ଓ ତଳଭୂମି ନିମନ୍ତେ ରହିବ ଓ ନଗର ତହିଁ ମଧ୍ୟସ୍ଥାନରେ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT15 ଆଉ, ପଚିଶ ହଜାର ନଳ ଭୂମିର ସମ୍ମୁଖରେ ପ୍ରସ୍ଥ ପରିମାଣରେ ଯେଉଁ ପାଞ୍ଚ ହଜାର ନଳ ଅବଶିଷ୍ଟ ରହେ, ତାହା ସାଧାରଣ ବ୍ୟବହାର, ନଗର, ବସତି ସ୍ଥାନ ଓ ତଳଭୂମି ନିମନ୍ତେ ରହିବ ଓ ନଗର ତହିଁ ମଧ୍ୟସ୍ଥାନରେ ହେବ। Viz kapitola |