Online Bible

- Reklamy -




ଯିହିଜିକଲ 48:16 - ପବିତ୍ର ବାଇବଲ

16 ନଗରର ପରିମାପ ଏହିପରି ହେବ। ଏହାର ଉତ୍ତର ସୀମା, ଦକ୍ଷିଣ ସୀମା, ପୂର୍ବ ସୀମା ଓ ପଶ୍ଚିମ ସୀମା ପ୍ରତ୍ୟେକ 4,500 ହାତ ବିଶିଷ୍ଟ ହେବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

16 ପୁଣି, ତହିଁର ପରିମାଣ ଏହିରୂପ ହେବ; ଉତ୍ତର ସୀମା ଚାରି ହଜାର ପାଞ୍ଚଶହ ନଳ, ଦକ୍ଷିଣ ସୀମା ଚାରି ହଜାର ପାଞ୍ଚଶହ, ପୂର୍ବ ସୀମା ଚାରି ହଜାର ପାଞ୍ଚଶହ ଓ ପଶ୍ଚିମ ସୀମା ଚାରି ହଜାର ପାଞ୍ଚଶହ ନଳ ହେବ।

Viz kapitola kopírovat

ଓଡିଆ ବାଇବେଲ

16 ପୁଣି, ତହିଁର ପରିମାଣ ଏହିରୂପ ହେବ; ଉତ୍ତର ସୀମା ଚାରି ହଜାର ପାଞ୍ଚଶହ ନଳ, ଦକ୍ଷିଣ ସୀମା ଚାରି ହଜାର ପାଞ୍ଚଶହ, ପୂର୍ବ ସୀମା ଚାରି ହଜାର ପାଞ୍ଚଶହ ଓ ପଶ୍ଚିମ ସୀମା ଚାରି ହଜାର ପାଞ୍ଚଶହ ନଳ ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

16 ପୁଣି, ତହିଁର ପରିମାଣ ଏହିରୂପ ହେବ; ଉତ୍ତର ସୀମା ଚାରି ହଜାର ପାଞ୍ଚ ଶହ ନଳ, ଦକ୍ଷିଣ ସୀମା ଚାରି ହଜାର ପାଞ୍ଚ ଶହ, ପୂର୍ବ ସୀମା ଚାରି ହଜାର ପାଞ୍ଚ ଶହ ଓ ପଶ୍ଚିମ ସୀମା ଚାରି ହଜାର ପାଞ୍ଚ ଶହ ନଳ ହେବ।

Viz kapitola kopírovat




ଯିହିଜିକଲ 48:16

Následuj nás:

Reklamy


Reklamy