ଯିହିଜିକଲ 48:17 - ପବିତ୍ର ବାଇବଲ17 ଆଉ ନଗରର ଗ୍ଭରଣଭୂମି ହେବ। ତାହାର ଉତ୍ତର ଦକ୍ଷିଣ, ପୂର୍ବ ଓ ପଶ୍ଚିମ ସୀମା ପ୍ରତ୍ୟେକ 250 ହାତ ବିଶିଷ୍ଟ ଭୂମି ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)17 ଆଉ, ନଗରର ତଳଭୂମି ରହିବ; ଉତ୍ତର ଆଡ଼େ ଦୁଇଶହ ପଚାଶ ନଳ, ଦକ୍ଷିଣ ଆଡ଼େ ଦୁଇଶହ ପଚାଶ, ପୂର୍ବ ଆଡ଼େ ଦୁଇଶହ ପଚାଶ ଓ ପଶ୍ଚିମ ଆଡ଼େ ଦୁଇଶହ ପଚାଶ ନଳ ଭୂମି ରହିବ। Viz kapitolaଓଡିଆ ବାଇବେଲ17 ଆଉ, ନଗରର ତଳଭୂମି ରହିବ; ଉତ୍ତର ଆଡ଼େ ଦୁଇଶହ ପଚାଶ ନଳ, ଦକ୍ଷିଣ ଆଡ଼େ ଦୁଇଶହ ପଚାଶ, ପୂର୍ବ ଆଡ଼େ ଦୁଇଶହ ପଚାଶ ଓ ପଶ୍ଚିମ ଆଡ଼େ ଦୁଇଶହ ପଚାଶ ନଳ ଭୂମି ରହିବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ, ନଗରର ତଳଭୂମି ରହିବ; ଉତ୍ତର ଆଡ଼େ ଦୁଇ ଶହ ପଚାଶ ନଳ, ଦକ୍ଷିଣ ଆଡ଼େ ଦୁଇ ଶହ ପଚାଶ, ପୂର୍ବ ଆଡ଼େ ଦୁଇ ଶହ ପଚାଶ ଓ ପଶ୍ଚିମ ଆଡ଼େ ଦୁଇ ଶହ ପଚାଶ ନଳ ଭୂମି ରହିବ। Viz kapitola |