Online Bible

- Reklamy -




ଯିହିଜିକଲ 48:18 - ପବିତ୍ର ବାଇବଲ

18 ପୁଣି ପବିତ୍ର ଉପହାର ଭୂମି ଦୈର୍ଘ୍ୟାନୁସାରେ ଯେଉଁ ଅବଶିଷ୍ଟ ଭୂମି ପୂର୍ବ ଆଡ଼େ 10,000 ହାତ ଓ ପଶ୍ଚିମ ଆଡ଼େ 10,000 ହାତ ହେବ। ଆଉ ତାହା ନଗରର କାର୍ଯ୍ୟ କର୍ତ୍ତାମାନଙ୍କ ପାଇଁ ଖାଦ୍ୟ ଉତ୍ପନ୍ନ କରିବ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

18 ପୁଣି, ପବିତ୍ର ଉପହାର ଭୂମି ଦୀର୍ଘତାନୁସାରେ ଯେଉଁ ଅବଶିଷ୍ଟ ଭୂମି, ତାହା ପୂର୍ବ ଆଡ଼େ ଦଶ ହଜାର ଓ ପଶ୍ଚିମ ଆଡ଼େ ଦଶ ହଜାର ନଳ ହେବ ଓ ତାହା ପବିତ୍ର ଉପହାର ଭୂମିର ସମ୍ମୁଖବର୍ତ୍ତୀ ହେବ ଓ ତଦ୍ୟୁତ୍ପନ୍ନ ଦ୍ରବ୍ୟ ନଗରର ପରିଶ୍ରମକାରୀମାନଙ୍କ ଭକ୍ଷ୍ୟ ନିମନ୍ତେ ହେବ।

Viz kapitola kopírovat

ଓଡିଆ ବାଇବେଲ

18 ପୁଣି, ପବିତ୍ର ଉପହାର ଭୂମି ଦୀର୍ଘତାନୁସାରେ ଯେଉଁ ଅବଶିଷ୍ଟ ଭୂମି, ତାହା ପୂର୍ବ ପ୍ରତି ଦଶ ହଜାର; ପଶ୍ଚିମ ପ୍ରତି ଦଶ ହଜାର ନଳ ହେବ ଓ ତାହା ପବିତ୍ର ଉପହାର ଭୂମିର ସମ୍ମୁଖବର୍ତ୍ତୀ ହେବ ଓ ତଦ୍ୟୁତ୍ପନ୍ନ ଦ୍ରବ୍ୟ ନଗରର ପରିଶ୍ରମକାରୀମାନଙ୍କ ଭକ୍ଷ୍ୟ ନିମନ୍ତେ ହେବ।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

18 ପୁଣି, ପବିତ୍ର ଉପହାର ଭୂମି ଦୀର୍ଘତାନୁସାରେ ଯେଉଁ ଅବଶିଷ୍ଟ ଭୂମି, ତାହା ପୂର୍ବ ପ୍ରତି ଦଶ ହଜାର; ପଶ୍ଚିମ ପ୍ରତି ଦଶ ହଜାର ନଳ ହେବ ଓ ତାହା ପବିତ୍ର ଉପହାର ଭୂମିର ସମ୍ମୁଖବର୍ତ୍ତୀ ହେବ ଓ ତଦ୍ୟୁତ୍ପନ୍ନ ଦ୍ରବ୍ୟ ନଗରର ପରିଶ୍ରମକାରୀମାନଙ୍କ ଭକ୍ଷ୍ୟ ନିମନ୍ତେ ହେବ।

Viz kapitola kopírovat




ଯିହିଜିକଲ 48:18

Následuj nás:

Reklamy


Reklamy