Online Bible

- Reklamy -




ଯିହିଜିକଲ 48:29 - ପବିତ୍ର ବାଇବଲ

29 ସେହି ହେଉଛି ଦେଶ ଯାହାକୁ ତୁମ୍ଭେମାନେ ଇସ୍ରାଏଲ ପରିବାରବର୍ଗର ଉତ୍ତରାଧିକାରୀମାନଙ୍କ ମଧ୍ୟରେ ଭାଗ କରିବ ଓ ଏଗୁଡ଼ିକ ସେମାନଙ୍କର ଭିନ୍ନ ଭିନ୍ନ ଅଂଶ ଅଟେ।” ଏହା ସଦାପ୍ରଭୁ, ମୋର ପ୍ରଭୁ କହନ୍ତି।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

29 ତୁମ୍ଭେମାନେ ଇସ୍ରାଏଲ ଗୋଷ୍ଠୀଗଣର ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ଗୁଲିବାଣ୍ଟ ଦ୍ଵାରା ବିଭାଗ କରିବ, ତାହା ଏହି ଓ ଏହିସବୁ ସେମାନଙ୍କର ଭିନ୍ନ ଭିନ୍ନ ଅଂଶ ହେବ, ଏହା ପ୍ରଭୁ ସଦାପ୍ରଭୁ କହନ୍ତି।

Viz kapitola kopírovat

ଓଡିଆ ବାଇବେଲ

29 ତୁମ୍ଭେମାନେ ଇସ୍ରାଏଲ ଗୋଷ୍ଠୀଗଣର ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ଗୁଲିବାଣ୍ଟ ଦ୍ୱାରା ବିଭାଗ କରିବ, ତାହା ଏହି ଓ ଏହିସବୁ ସେମାନଙ୍କର ଭିନ୍ନ ଭିନ୍ନ ଅଂଶ ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

29 ତୁମ୍ଭେମାନେ ଇସ୍ରାଏଲ ଗୋଷ୍ଠୀଗଣର ଉତ୍ତରାଧିକାର ନିମନ୍ତେ ଯେଉଁ ଦେଶ ଗୁଲିବାଣ୍ଟ ଦ୍ୱାରା ବିଭାଗ କରିବ, ତାହା ଏହି ଓ ଏହିସବୁ ସେମାନଙ୍କର ଭିନ୍ନ ଭିନ୍ନ ଅଂଶ ହେବ, ଏହା ପ୍ରଭୁ, ସଦାପ୍ରଭୁ କହନ୍ତି।

Viz kapitola kopírovat




ଯିହିଜିକଲ 48:29

Následuj nás:

Reklamy


Reklamy