ଯିହିଜିକଲ 48:31 - ପବିତ୍ର ବାଇବଲ31 ଇସ୍ରାଏଲର ପରିବାରବର୍ଗର ନାମାନୁସାରେ ଉତ୍ତରରେ ତିନି ଦ୍ୱାର ହେବ। ସେଗୁଡ଼ିକ ହେଲେ ରୁବେନ୍ର ଦ୍ୱାର, ଯିହୁଦାର ଦ୍ୱାର ଓ ଲେବୀର ଦ୍ୱାର। Viz kapitolaପବିତ୍ର ବାଇବଲ (Re-edited) - (BSI)31 ଓ ନଗରର ଦ୍ଵାରସକଳ ଇସ୍ରାଏଲ ଗୋଷ୍ଠୀଗଣର ନାମାନୁସାରେ ହେବ; ଉତ୍ତର ଆଡ଼େ ତିନି ଦ୍ଵାର ହେବ; ଅର୍ଥାତ୍, ରୁବେନର ଏକ ଦ୍ଵାର; ଯିହୁଦାର ଏକ ଦ୍ଵାର; ଲେବୀର ଏକ ଦ୍ଵାର; Viz kapitolaଓଡିଆ ବାଇବେଲ31 ଓ ନଗରର ଦ୍ୱାରସକଳ ଇସ୍ରାଏଲ ଗୋଷ୍ଠୀଗଣର ନାମାନୁସାରେ ହେବ; ଉତ୍ତର ଆଡ଼େ ତିନି ଦ୍ୱାର ହେବ; ଅର୍ଥାତ୍, ରୁବେନ୍ର ଏକ ଦ୍ୱାର; ଯିହୁଦାର ଏକ ଦ୍ୱାର; ଲେବୀର ଏକ ଦ୍ୱାର; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT31 ଓ ନଗରର ଦ୍ୱାରସକଳ ଇସ୍ରାଏଲ ଗୋଷ୍ଠୀଗଣର ନାମାନୁସାରେ ହେବ; ଉତ୍ତର ଆଡ଼େ ତିନି ଦ୍ୱାର ହେବ; ଅର୍ଥାତ୍, ରୁବେନ୍ର ଏକ ଦ୍ୱାର; ଯିହୁଦାର ଏକ ଦ୍ୱାର; ଲେବୀର ଏକ ଦ୍ୱାର; Viz kapitola |