Online Bible

- Reklamy -




ଯିହିଜିକଲ 48:32 - ପବିତ୍ର ବାଇବଲ

32 “ନଗରର ପୂର୍ବଦିଗରେ 4,500 ହାତ ପରିମିତ ଭୂମି ହେବ ଓ ସେଠାରେ ତିନି ଦ୍ୱାର ହେବ। ଯଥା: ଯୋଷେଫଙ୍କର ଦ୍ୱାର, ବିନ୍ୟାମୀନର ଦ୍ୱାର ଓ ଦାନର ଦ୍ୱାର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

32 ପୁଣି, ପୂର୍ବ ଆଡ଼େ ଚାରି ହଜାର ପାଞ୍ଚଶହ ନଳ ଭୂମି ଓ ତିନି ଦ୍ଵାର ହେବ; ଅର୍ଥାତ୍, ଯୋଷେଫର ଏକ ଦ୍ଵାର, ବିନ୍ୟାମୀନର ଏକ ଦ୍ଵାର, ଦାନର ଏକ ଦ୍ଵାର;

Viz kapitola kopírovat

ଓଡିଆ ବାଇବେଲ

32 ପୁଣି, ପୂର୍ବ ଆଡ଼େ ଚାରି ହଜାର ପାଞ୍ଚଶହ ଦଣ୍ଡ ଭୂମି ଓ ତିନି ଦ୍ୱାର ହେବ; ଅର୍ଥାତ୍‍, ଯୋଷେଫର ଏକ ଦ୍ୱାର, ବିନ୍ୟାମୀନ୍‍ର ଏକ ଦ୍ୱାର, ଦାନ୍‍ର ଏକ ଦ୍ୱାର;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

32 ପୁଣି, ପୂର୍ବ ଆଡ଼େ ଚାରି ହଜାର ପାଞ୍ଚ ଶହ ଦଣ୍ଡ ଭୂମି ଓ ତିନି ଦ୍ୱାର ହେବ; ଅର୍ଥାତ୍‍, ଯୋଷେଫର ଏକ ଦ୍ୱାର, ବିନ୍ୟାମୀନ୍‍ର ଏକ ଦ୍ୱାର, ଦାନ୍‍ର ଏକ ଦ୍ୱାର;

Viz kapitola kopírovat




ଯିହିଜିକଲ 48:32

Následuj nás:

Reklamy


Reklamy