Online Bible

- Reklamy -




ଯିହିଜିକଲ 48:33 - ପବିତ୍ର ବାଇବଲ

33 “ନଗରର ଦକ୍ଷିଣ ପାର୍ଶ୍ୱ 4,500 ହାତ ହେବ ଓ ସେଠାରେ ମଧ୍ୟ ତିନି ଦ୍ୱାର ରହିବ। ଯଥା: ଶିମିୟୋନର ଦ୍ୱାର, ଇଷାଖରର ଦ୍ୱାର ଓ ସବୂଲୂନର ଦ୍ୱାର।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

33 ଆଉ, ଦକ୍ଷିଣ ଆଡ଼େ ଚାରି ହଜାର ପାଞ୍ଚଶହ ନଳ ପରିମିତ ଭୂମି ଓ ତିନି ଦ୍ଵାର ହେବ; ଶିମୀୟୋନର ଏକ ଦ୍ଵାର; ଇଷାଖରର ଏକ ଦ୍ଵାର; ସବୂଲୂନର ଏକ ଦ୍ଵାର;

Viz kapitola kopírovat

ଓଡିଆ ବାଇବେଲ

33 ଆଉ, ଦକ୍ଷିଣ ଆଡ଼େ ଚାରି ହଜାର ପାଞ୍ଚଶହ ଦଣ୍ଡ ପରିମିତ ଭୂମି ଓ ତିନି ଦ୍ୱାର ହେବ; ଶିମୀୟୋନର ଏକ ଦ୍ୱାର; ଇଷାଖରର ଏକ ଦ୍ୱାର; ସବୂଲୂନର ଏକ ଦ୍ୱାର;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

33 ଆଉ, ଦକ୍ଷିଣ ଆଡ଼େ ଚାରି ହଜାର ପାଞ୍ଚ ଶହ ଦଣ୍ଡ ପରିମିତ ଭୂମି ଓ ତିନି ଦ୍ୱାର ହେବ; ଶିମୀୟୋନର ଏକ ଦ୍ୱାର; ଇଷାଖରର ଏକ ଦ୍ୱାର; ସବୂଲୂନର ଏକ ଦ୍ୱାର;

Viz kapitola kopírovat




ଯିହିଜିକଲ 48:33

Následuj nás:

Reklamy


Reklamy