ଯିହିଜିକଲ 48:34 - ପବିତ୍ର ବାଇବଲ34 “ପୁଣି ପଶ୍ଚିମ ପାର୍ଶ୍ୱର ଭୂମି 4,500 ହାତ ପରିମିତ ହେବ ଓ ସେଠାରେ ମଧ୍ୟ ତିନିଦ୍ୱାର ହେବ। ଯଥା: ଗାଦ୍ର ଦ୍ୱାର, ଆଶେରର ଦ୍ୱାର ଓ ନପ୍ତାଲିର ଦ୍ୱାର। Viz kapitolaପବିତ୍ର ବାଇବଲ (Re-edited) - (BSI)34 ପଶ୍ଚିମ ଆଡ଼େ ଚାରି ହଜାର ପାଞ୍ଚଶହ ନଳ ଭୂମି ଓ ତିନି ଦ୍ଵାର ହେବ; ଗାଦର ଏକ ଦ୍ଵାର; ଆଶେରର ଏକ ଦ୍ଵାର; ନପ୍ତାଲିର ଏକ ଦ୍ଵାର ହେବ। Viz kapitolaଓଡିଆ ବାଇବେଲ34 ପଶ୍ଚିମ ଆଡ଼େ ଚାରି ହଜାର ପାଞ୍ଚଶହ ଦଣ୍ଡ ଭୂମି ଓ ତିନି ଦ୍ୱାର ହେବ; ଗାଦ୍ର ଏକ ଦ୍ୱାର; ଆଶେରର ଏକ ଦ୍ୱାର; ନପ୍ତାଲିର ଏକ ଦ୍ୱାର ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT34 ପଶ୍ଚିମ ଆଡ଼େ ଚାରି ହଜାର ପାଞ୍ଚ ଶହ ଦଣ୍ଡ ଭୂମି ଓ ତିନି ଦ୍ୱାର ହେବ; ଗାଦ୍ର ଏକ ଦ୍ୱାର; ଆଶେରର ଏକ ଦ୍ୱାର; ନପ୍ତାଲିର ଏକ ଦ୍ୱାର ହେବ। Viz kapitola |