ଯିହିଜିକଲ 48:35 - ପବିତ୍ର ବାଇବଲ35 “ନଗରର ଚତୁର୍ଦ୍ଦିଗର ଦୈର୍ଘ୍ୟ 18,000 ହାତ ପରିମିତ ହେବ। ଆଉ ବର୍ତ୍ତମାନଠାରୁ ନଗରର ନାମ ହେବ, ସଦାପ୍ରଭୁ ତହିଁ ବିଦ୍ୟମାନ।” Viz kapitolaପବିତ୍ର ବାଇବଲ (Re-edited) - (BSI)35 ଚତୁର୍ଦ୍ଦିଗ ଅଠର ହଜାର ନଳ ପରିମିତ ହେବ, ଆଉ ‘ସଦାପ୍ରଭୁ ତହିଁ ବିଦ୍ୟମାନʼ, ସେହି ଦିନଠାରୁ ନଗରର ଏହି ନାମ ହେବ। Viz kapitolaଓଡିଆ ବାଇବେଲ35 ଚତୁର୍ଦ୍ଦିଗ ଅଠର ହଜାର ଦଣ୍ଡ ପରିମିତ ହେବ, ଆଉ “ସଦାପ୍ରଭୁ ତହିଁ ବିଦ୍ୟମାନ,” ସେହି ଦିନଠାରୁ ନଗରର ଏହି ନାମ ହେବ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT35 ଚତୁର୍ଦ୍ଦିଗ ଅଠର ହଜାର ଦଣ୍ଡ ପରିମିତ ହେବ, ଆଉ ‘ସଦାପ୍ରଭୁ ତହିଁ ବିଦ୍ୟମାନ,’ ସେହି ଦିନଠାରୁ ନଗରର ଏହି ନାମ ହେବ।” Viz kapitola |