ଯିହିଜିକଲ 5:10 - ପବିତ୍ର ବାଇବଲ10 ଯିରୁଶାଲମର ଲୋକମାନେ ଏପରି କ୍ଷୁଧାର୍ତ୍ତ ହେବେ ଯେ, ସେମାନଙ୍କ ମଧ୍ୟରୁ ପିତାମାତା ନିଜର ସନ୍ତାନମାନଙ୍କୁ ଭୋଜନ କରିବେ ଓ ସନ୍ତାନମାନେ ଆପଣା ଆପଣା ପିତାମାତାଙ୍କୁ ଭୋଜନ କରିବେ। ଏବଂ ଆମ୍ଭେ ତୁମ୍ଭର ବିଗ୍ଭର କରିବା ଓ ତୁମ୍ଭମାନଙ୍କର ଅବଶିଷ୍ଟାଂଶକୁ ପୃଥିବୀର ଶେଷ ସୀମାରେ ଛିନ୍ନଭିନ୍ନ କରିବା।” Viz kapitolaପବିତ୍ର ବାଇବଲ (Re-edited) - (BSI)10 ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ପିତୃଗଣ ସନ୍ତାନଗଣକୁ ଭୋଜନ କରିବେ ଓ ସନ୍ତାନମାନେ ଆପଣା ଆପଣା ପିତାକୁ ଭୋଜନ କରିବେ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା ଓ ତୁମ୍ଭର ସମଗ୍ର ଅବଶିଷ୍ଟାଂଶକୁ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା। Viz kapitolaଓଡିଆ ବାଇବେଲ10 ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ପିତୃଗଣ ସନ୍ତାନଗଣକୁ ଭୋଜନ କରିବେ ଓ ସନ୍ତାନମାନେ ଆପଣା ଆପଣା ପିତାକୁ ଭୋଜନ କରିବେ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା ଓ ତୁମ୍ଭର ସମଗ୍ର ଅବଶିଷ୍ଟାଂଶକୁ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ଏଥିପାଇଁ ତୁମ୍ଭମାନଙ୍କ ମଧ୍ୟରେ ପିତୃଗଣ ସନ୍ତାନଗଣକୁ ଭୋଜନ କରିବେ ଓ ସନ୍ତାନମାନେ ଆପଣା ଆପଣା ପିତାକୁ ଭୋଜନ କରିବେ; ପୁଣି, ଆମ୍ଭେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା ଓ ତୁମ୍ଭର ସମଗ୍ର ଅବଶିଷ୍ଟାଂଶକୁ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା। Viz kapitola |