ଯିହିଜିକଲ 5:12 - ପବିତ୍ର ବାଇବଲ12 ତୁମ୍ଭମାନଙ୍କ ମଧ୍ୟରୁ ଏକ ତୃତୀୟାଂଶ ମହାମାରୀରେ ଓ ଦୁର୍ଭିକ୍ଷରେ ନଗର ମଧ୍ୟରେ ମରିବେ। ତୁମ୍ଭମାନଙ୍କ ମଧ୍ୟରୁ ଏକ ତୃତୀୟାଂଶ ଯୁଦ୍ଧରେ ନଗର ବାହାରେ ମୃତ୍ୟୁବରଣ କରିବେ; ଆଉ ଅବଶିଷ୍ଟ ଏକ ତୃତୀୟାଂଶ ଛିନ୍ନଭିନ୍ନ ହେବେ। ଯେହେତୁ ଆମ୍ଭେ ଖଡ଼୍ଗ ନେଇ ଗୋଡ଼ାଇବା। Viz kapitolaପବିତ୍ର ବାଇବଲ (Re-edited) - (BSI)12 ତୁମ୍ଭର ତୃତୀୟାଂଶ ମହାମାରୀରେ ମରିବେ, ଆଉ ଦୁର୍ଭିକ୍ଷ ଦ୍ଵାରା ତୁମ୍ଭ ମଧ୍ୟରେ ସେମାନେ କ୍ଷୟ ପାଇବେ; ପୁଣି, ତୃତୀୟାଂଶ ଖଡ଼୍ଗ ଦ୍ଵାରା ତୁମ୍ଭ ଚତୁର୍ଦ୍ଦିଗରେ ପତିତ ହେବେ; ଆଉ ତୃତୀୟାଂଶକୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କର ପଶ୍ଚାତ୍ ଖଡ଼୍ଗ ନିଷ୍କୋଷ କରିବା। Viz kapitolaଓଡିଆ ବାଇବେଲ12 ତୁମ୍ଭର ତୃତୀୟାଂଶ ମହାମାରୀରେ ମରିବେ, ଆଉ ଦୁର୍ଭିକ୍ଷ ଦ୍ୱାରା ତୁମ୍ଭ ମଧ୍ୟରେ ସେମାନେ କ୍ଷୟ ପାଇବେ; ପୁଣି, ତୃତୀୟାଂଶ ଖଡ୍ଗ ଦ୍ୱାରା ତୁମ୍ଭ ଚତୁର୍ଦ୍ଦିଗରେ ପତିତ ହେବେ; ଆଉ ତୃତୀୟାଂଶକୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କର ପଶ୍ଚାତ ଖଡ୍ଗ ନିଷ୍କୋଷ କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT12 ତୁମ୍ଭର ତୃତୀୟାଂଶ ମହାମାରୀରେ ମରିବେ, ଆଉ ଦୁର୍ଭିକ୍ଷ ଦ୍ୱାରା ତୁମ୍ଭ ମଧ୍ୟରେ ସେମାନେ କ୍ଷୟ ପାଇବେ; ପୁଣି, ତୃତୀୟାଂଶ ଖଡ୍ଗ ଦ୍ୱାରା ତୁମ୍ଭ ଚତୁର୍ଦ୍ଦିଗରେ ପତିତ ହେବେ; ଆଉ ତୃତୀୟାଂଶକୁ ଆମ୍ଭେ ଚତୁର୍ଦ୍ଦିଗରେ ଛିନ୍ନଭିନ୍ନ କରିବା ଓ ସେମାନଙ୍କର ପଶ୍ଚାତ ଖଡ୍ଗ ନିଷ୍କୋଷ କରିବା। Viz kapitola |