ଯିହିଜିକଲ 5:14 - ପବିତ୍ର ବାଇବଲ14 ପୁନର୍ବାର ପରମେଶ୍ୱର କହିଲେ, “ହେ ଯିରୁଶାଲମ, ଆମ୍ଭେ ତୁମ୍ଭକୁ ବିନାଶ କରିବା। ତୁମ୍ଭର ଚତୁର୍ଦ୍ଦିଗସ୍ଥ ଦେଶଗୁଡ଼ିକ ଓ ତୁମ୍ଭ ମଧ୍ୟଦେଇ ଯାଉଥିବା ପଥିକଗଣ ତୁମ୍ଭକୁ ଗାଳି ଦେବେ, ପରିହାସ କରିବେ। Viz kapitolaପବିତ୍ର ବାଇବଲ (Re-edited) - (BSI)14 ଆହୁରି, ଆମ୍ଭେ ତୁମ୍ଭର ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ମଧ୍ୟରେ ତୁମ୍ଭକୁ ପଥିକମାନଙ୍କ ଦୃଷ୍ଟିରେ ଉତ୍ସନ୍ନ-ସ୍ଥାନ ଓ ନିନ୍ଦାର ପାତ୍ର କରିବା। Viz kapitolaଓଡିଆ ବାଇବେଲ14 ଆହୁରି, ଆମ୍ଭେ ତୁମ୍ଭର ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ମଧ୍ୟରେ ତୁମ୍ଭକୁ ପଥିକମାନଙ୍କ ଦୃଷ୍ଟିରେ ଉତ୍ସନ୍ନ-ସ୍ଥାନ ଓ ନିନ୍ଦାର ପାତ୍ର କରିବା। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT14 ଆହୁରି, ଆମ୍ଭେ ତୁମ୍ଭର ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ମଧ୍ୟରେ ତୁମ୍ଭକୁ ପଥିକମାନଙ୍କ ଦୃଷ୍ଟିରେ ଉତ୍ସନ୍ନ ସ୍ଥାନ ଓ ନିନ୍ଦାର ପାତ୍ର କରିବା। Viz kapitola |