Online Bible

- Reklamy -




ଯିହିଜିକଲ 5:15 - ପବିତ୍ର ବାଇବଲ

15 ଏବଂ ଯେତେବେଳେ ଆମ୍ଭେ କ୍ରୋଧରେ ଏବଂ କ୍ରୋଧ ଭର୍ତ୍ସନାରେ ତୁମ୍ଭମାନଙ୍କୁ ଦଣ୍ଡ ଦେବା, ତୁମ୍ଭମାନଙ୍କର ଚତୁର୍ପାର୍ଶ୍ୱରେ ଥିବା ଗୋଷ୍ଠୀମାନଙ୍କ ପାଇଁ ଗାଳିର, ପରିହାସର ଓ ଆଶ୍ଚର୍ଯ୍ୟର ଏକ ବିସ୍ମୟର ବିଷୟ ହେବ। କିନ୍ତୁ ସେମାନେ ମଧ୍ୟ ଏଥିରୁ ଏକ ପାଠ ଶିଖିବେ। ଆମ୍ଭେ ସଦାପ୍ରଭୁ ଏହା କରିଅଛୁ।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

15 ଏହିରୂପେ ଯେତେବେଳେ ଆମ୍ଭେ କ୍ରୋଧରେ, କୋପରେ ଓ କୋପଯୁକ୍ତ ଭର୍ତ୍ସନାରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା, ସେତେବେଳେ ତୁମ୍ଭ ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ନିକଟରେ ତାହା ନିନ୍ଦାର, ଉପହାସର, ଶିକ୍ଷାର, ଓ ବିସ୍ମୟର ବିଷୟ ହେବ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ;

Viz kapitola kopírovat

ଓଡିଆ ବାଇବେଲ

15 ଏହିରୂପେ ଯେତେବେଳେ ଆମ୍ଭେ କ୍ରୋଧରେ, କୋପରେ ଓ କୋପଯୁକ୍ତ ଭର୍ତ୍ସନାରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା, ସେତେବେଳେ ତୁମ୍ଭ ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ନିକଟରେ ତାହା ନିନ୍ଦାର, ଉପହାସର, ଶିକ୍ଷାର ଓ ଆଶ୍ଚର୍ଯ୍ୟର ବିଷୟ ହେବ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ;

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

15 ଏହିରୂପେ ଯେତେବେଳେ ଆମ୍ଭେ କ୍ରୋଧରେ, କୋପରେ ଓ କୋପଯୁକ୍ତ ଭର୍ତ୍ସନାରେ ତୁମ୍ଭ ମଧ୍ୟରେ ବିଚାର ସାଧନ କରିବା, ସେତେବେଳେ ତୁମ୍ଭ ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ନିକଟରେ ତାହା ନିନ୍ଦାର, ଉପହାସର, ଶିକ୍ଷାର ଓ ଆଶ୍ଚର୍ଯ୍ୟର ବିଷୟ ହେବ; ଆମ୍ଭେ ସଦାପ୍ରଭୁ ଏହା କହିଅଛୁ;

Viz kapitola kopírovat




ଯିହିଜିକଲ 5:15

Následuj nás:

Reklamy


Reklamy