ଯିହିଜିକଲ 5:16 - ପବିତ୍ର ବାଇବଲ16 ଆମ୍ଭେ ଆମ୍ଭର ବିନାଶକାରୀ ଦୁର୍ଭିକ୍ଷର ତୀରଗୁଡ଼ିକ ତୁମ୍ଭମାନଙ୍କ ଉପରକୁ ନିକ୍ଷେପ କରିବା। ଆମ୍ଭେ ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ସେଗୁଡ଼ିକୁ ପଠାଇବା, ମୁଁ ତୁମ୍ଭମାନଙ୍କ ପାଖକୁ ଅଧିକରୁ ଅଧିକ ଦୁର୍ଭିକ୍ଷ ପଠାଇବି ଏବଂ ଆମ୍ଭେ ତୁମ୍ଭମାନଙ୍କର ଖାଦ୍ୟ ଯୋଗାଣ ବନ୍ଦ କରିବା। Viz kapitolaପବିତ୍ର ବାଇବଲ (Re-edited) - (BSI)16 ଆମ୍ଭେ ସେଠାସ୍ଥିତ ଲୋକମାନଙ୍କ ପ୍ରତି ବିନାଶାର୍ଥକ ଦୁର୍ଭିକ୍ଷରୂପ କ୍ରୂର ତୀର ପଠାଇବା, ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତାହା ପଠାଇବା ଓ ଆମ୍ଭେ ତୁମ୍ଭମାନଙ୍କ ଉପରେ ଦୁର୍ଭିକ୍ଷ ବୃଦ୍ଧି କରିବା ଓ ତୁମ୍ଭମାନଙ୍କର ଅନ୍ନରୂପ ଯଷ୍ଟି ଭାଙ୍ଗି ପକାଇବା; Viz kapitolaଓଡିଆ ବାଇବେଲ16 “ଆମ୍ଭେ ସେଠାସ୍ଥିତ ଲୋକମାନଙ୍କ ପ୍ରତି ବିନାଶାର୍ଥକ ଦୁର୍ଭିକ୍ଷରୂପ କ୍ରୂର ତୀରଗୁଡିକ ପଠାଇବା, ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତାହା ପଠାଇବା ଓ ଆମ୍ଭେ ତୁମ୍ଭମାନଙ୍କ ଉପରେ ଦୁର୍ଭିକ୍ଷ ବୃଦ୍ଧି କରିବା ଓ ତୁମ୍ଭମାନଙ୍କର ଅନ୍ନରୂପ ଯଷ୍ଟି ଭାଙ୍ଗି ପକାଇବା; Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT16 ଆମ୍ଭେ ସେଠାସ୍ଥିତ ଲୋକମାନଙ୍କ ପ୍ରତି ବିନାଶାର୍ଥକ ଦୁର୍ଭିକ୍ଷରୂପ କ୍ରୂର ତୀରଗୁଡ଼ିକ ପଠାଇବା, ତୁମ୍ଭମାନଙ୍କୁ ବିନାଶ କରିବା ପାଇଁ ତାହା ପଠାଇବା ଓ ଆମ୍ଭେ ତୁମ୍ଭମାନଙ୍କ ଉପରେ ଦୁର୍ଭିକ୍ଷ ବୃଦ୍ଧି କରିବା ଓ ତୁମ୍ଭମାନଙ୍କର ଅନ୍ନରୂପ ଯଷ୍ଟି ଭାଙ୍ଗି ପକାଇବା; Viz kapitola |