ଯିହିଜିକଲ 5:17 - ପବିତ୍ର ବାଇବଲ17 ଆଉ ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୁର୍ଭିକ୍ଷ ଓ ବନ୍ୟ ଜନ୍ତୁମାନଙ୍କୁ ପଠାଇବା, ସେମାନେ ତୁମ୍ଭକୁ ନିଃସନ୍ତାନ କରି ଛାଡ଼ି ଦେବେ। ମହାମାରୀ ଓ ରକ୍ତପାତ ତୁମ୍ଭମାନଙ୍କର ମଧ୍ୟଦେଇ ଯିବ। ଏବଂ ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ଼୍ଗ ଉଠାଇବା। ଆମ୍ଭେ ସଦାପ୍ରଭୁ ଏହା କହିଅଛୁ।” Viz kapitolaପବିତ୍ର ବାଇବଲ (Re-edited) - (BSI)17 ଆଉ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୁର୍ଭିକ୍ଷ ଓ ହିଂସ୍ରକ ଜନ୍ତୁମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ନିଃସନ୍ତାନ କରିବେ; ମହାମାରୀ ଓ ରକ୍ତ ତୁମ୍ଭମାନଙ୍କର ମଧ୍ୟ ଦେଇ ଯିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ଼୍ଗ ଆଣିବା; ଆମ୍ଭେ ସଦାପ୍ରଭୁ ଏହି କଥା କହିଅଛୁ। Viz kapitolaଓଡିଆ ବାଇବେଲ17 ଆଉ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୁର୍ଭିକ୍ଷ ଓ ହିଂସ୍ରକ ଜନ୍ତୁମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ନିଃସନ୍ତାନ କରିବେ; ମହାମାରୀ ଓ ରକ୍ତ ତୁମ୍ଭମାନଙ୍କର ମଧ୍ୟ ଦେଇ ଯିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ଆଣିବା; ଆମ୍ଭେ ସଦାପ୍ରଭୁ ଏହି କଥା କହିଅଛୁ।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT17 ଆଉ, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଦୁର୍ଭିକ୍ଷ ଓ ହିଂସ୍ରକ ଜନ୍ତୁମାନଙ୍କୁ ପଠାଇବା, ସେମାନେ ତୁମ୍ଭମାନଙ୍କୁ ନିଃସନ୍ତାନ କରିବେ; ମହାମାରୀ ଓ ରକ୍ତ ତୁମ୍ଭମାନଙ୍କର ମଧ୍ୟଦେଇ ଯିବ; ପୁଣି, ଆମ୍ଭେ ତୁମ୍ଭମାନଙ୍କ ବିରୁଦ୍ଧରେ ଖଡ୍ଗ ଆଣିବା; ଆମ୍ଭେ ସଦାପ୍ରଭୁ ଏହି କଥା କହିଅଛୁ।” Viz kapitola |