Online Bible

- Reklamy -




ଯିହିଜିକଲ 5:6 - ପବିତ୍ର ବାଇବଲ

6 ଆଉ ଯିରୁଶାଲମର ଲୋକମାନେ ଦୁଷ୍ଟତା କରି ସେହି ଗୋଷ୍ଠୀଗଣ ଅପେକ୍ଷା ଆମ୍ଭ ଶାସନାବଳି ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥିତ ଦେଶ ସମୂହର ଅପେକ୍ଷା ଆମ୍ଭ ବିଧି ସକଳର ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛନ୍ତି। କାରଣ ସେମାନେ ଆମ୍ଭର ଶାସନାବଳି ଅଗ୍ରାହ୍ୟ କରିଅଛନ୍ତି ଓ ଆମ୍ଭର ବିଧିପୂର୍ବକ ପଥରେ ଗମନ କରି ନାହାନ୍ତି।”

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

6 ଆଉ, ସେ ଦୁଷ୍ଟତା କରି ସେହି ଗୋଷ୍ଠୀଗଣ ଅପେକ୍ଷା ଆମ୍ଭ ଶାସନାବଳି ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥିତ ଦେଶସମୂହର ଅପେକ୍ଷା ଆମ୍ଭ ବିଧିସକଳର ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛି; କାରଣ ସେମାନେ ଆମ୍ଭର ଶାସନାବଳି ଅଗ୍ରାହ୍ୟ କରିଅଛନ୍ତି ଓ ଆମ୍ଭର ବିଧିରୂପ ପଥରେ ଗମନ କରିନାହାନ୍ତି।

Viz kapitola kopírovat

ଓଡିଆ ବାଇବେଲ

6 ଆଉ, ସେ ଦୁଷ୍ଟତା କରି ସେହି ଗୋଷ୍ଠୀଗଣ ଅପେକ୍ଷା ଆମ୍ଭ ଶାସନାବଳି ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥିତ ଦେଶସମୂହର ଅପେକ୍ଷା ଆମ୍ଭ ବିଧିସକଳର ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛି; କାରଣ ସେମାନେ ଆମ୍ଭର ଶାସନାବଳି ଅଗ୍ରାହ୍ୟ କରିଅଛନ୍ତି ଓ ଆମ୍ଭର ବିଧିରୂପ ପଥରେ ଗମନ କରି ନାହାନ୍ତି !”

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

6 ଆଉ, ସେ ଦୁଷ୍ଟତା କରି ସେହି ଗୋଷ୍ଠୀଗଣ ଅପେକ୍ଷା ଆମ୍ଭ ଶାସନାବଳି ବିରୁଦ୍ଧରେ ଓ ତାହାର ଚତୁର୍ଦ୍ଦିଗସ୍ଥିତ ଦେଶସମୂହର ଅପେକ୍ଷା ଆମ୍ଭ ବିଧିସକଳର ବିରୁଦ୍ଧରେ ବିଦ୍ରୋହାଚରଣ କରିଅଛି; କାରଣ ସେମାନେ ଆମ୍ଭର ଶାସନାବଳି ଅଗ୍ରାହ୍ୟ କରିଅଛନ୍ତି ଓ ଆମ୍ଭର ବିଧିରୂପ ପଥରେ ଗମନ କରି ନାହାନ୍ତି!

Viz kapitola kopírovat




ଯିହିଜିକଲ 5:6

Následuj nás:

Reklamy


Reklamy