ଯିହିଜିକଲ 5:7 - ପବିତ୍ର ବାଇବଲ7 ତେଣୁ ସଦାପ୍ରଭୁ ମୋର ପ୍ରଭୁ କହନ୍ତି, “ତୁମ୍ଭେମାନେ ଆପଣା ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ଅପେକ୍ଷା ଅଧିକ ଗଣ୍ଡଗୋଳକାରୀ ଅଟ ଓ ତୁମ୍ଭେମାନେ ମୋ’ ଆଜ୍ଞାନୁସାରେ ବ୍ୟବହାର କରୁ ନାହଁ କିଅବା ତୁମ୍ଭ ଚତୁର୍ଦ୍ଦିଗସ୍ଥ ଦେଶମାନଙ୍କର ଚଳଣି ଅନୁସାରେ ଜୀବନ ଧାରଣ କରିପାରିଲ ନାହିଁ।” Viz kapitolaପବିତ୍ର ବାଇବଲ (Re-edited) - (BSI)7 ଏହେତୁ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି: ତୁମ୍ଭେମାନେ ଆପଣା ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ଅପେକ୍ଷା ଅଧିକ ଗଣ୍ତଗୋଳକାରୀ ଅଟ ଓ ଆମ୍ଭ ବିଧିରୂପ ପଥରେ ଗମନ କରି ନାହଁ, କିଅବା ଆମ୍ଭର ଶାସନସକଳ ପାଳନ କରି ନାହଁ, ଅଥବା ଆପଣା ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣର ବିଧାନାନୁସାରେ କର୍ମ କରି ନାହଁ; Viz kapitolaଓଡିଆ ବାଇବେଲ7 ଏହେତୁ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; “ତୁମ୍ଭେମାନେ ଆପଣା ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ଅପେକ୍ଷା ଅଧିକ ଗଣ୍ଡଗୋଳକାରୀ ଅଟ ଓ ଆମ୍ଭ ବିଧିରୂପ ପଥରେ ଗମନ କରି ନାହଁ, କିଅବା ଆମ୍ଭର ଶାସନସକଳ ପାଳନ କରି ନାହଁ, ଅଥବା ଆପଣା ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣର ବିଧାନାନୁସାରେ କର୍ମ କରି ନାହଁ” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT7 ଏହେତୁ, ପ୍ରଭୁ, ସଦାପ୍ରଭୁ ଏହି କଥା କହନ୍ତି; ତୁମ୍ଭେମାନେ ଆପଣା ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣ ଅପେକ୍ଷା ଅଧିକ ଗଣ୍ଡଗୋଳକାରୀ ଅଟ ଓ ଆମ୍ଭ ବିଧିରୂପ ପଥରେ ଗମନ କରି ନାହଁ, କିଅବା ଆମ୍ଭର ଶାସନସକଳ ପାଳନ କରି ନାହଁ, ଅଥବା ଆପଣା ଚତୁର୍ଦ୍ଦିଗସ୍ଥିତ ଗୋଷ୍ଠୀଗଣର ବିଧାନାନୁସାରେ କର୍ମ କରି ନାହଁ Viz kapitola |