ଯିହିଜିକଲ 5:9 - ପବିତ୍ର ବାଇବଲ9 ଆମ୍ଭେ ତୁମ୍ଭମାନଙ୍କ ପ୍ରତି ତାହା କରିବା, ଯାହା ଆଗରୁ କେବେ କରି ନାହୁଁ କିଅବା ଭବିଷ୍ୟତରେ କେବେ କରିବା ନାହିଁ, କାରଣ ଏହିସବୁ ତୁମ୍ଭମାନଙ୍କର ଘୃଣ୍ୟ ବ୍ୟବହାର ପାଇଁ ହେବ। Viz kapitolaପବିତ୍ର ବାଇବଲ (Re-edited) - (BSI)9 ପୁଣି, ଯାହା ଆମ୍ଭେ କରି ନାହୁଁ ଓ ଯହିଁର ତୁଲ୍ୟ ଆଉ ଆମ୍ଭେ କରିବା ନାହିଁ, ଏପରି କର୍ମ, ତୁମ୍ଭମାନଙ୍କର ଘୃଣାଯୋଗ୍ୟ ସକଳ କ୍ରିୟା ସକାଶୁ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ କରିବା। Viz kapitolaଓଡିଆ ବାଇବେଲ9 ପୁଣି, ଯାହା ଆମ୍ଭେ କରି ନାହୁଁ ଓ ଯହିଁର ତୁଲ୍ୟ ଆଉ ଆମ୍ଭେ କରିବା ନାହିଁ, ଏପରି କର୍ମ, ତୁମ୍ଭମାନଙ୍କର ଘୃଣାଯୋଗ୍ୟ ସକଳ କ୍ରିୟା ସକାଶୁ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ କରିବା।” Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT9 ପୁଣି, ଯାହା ଆମ୍ଭେ କରି ନାହୁଁ ଓ ଯହିଁର ତୁଲ୍ୟ ଆଉ ଆମ୍ଭେ କରିବା ନାହିଁ, ଏପରି କର୍ମ, ତୁମ୍ଭମାନଙ୍କର ଘୃଣାଯୋଗ୍ୟ ସକଳ କ୍ରିୟା ସକାଶୁ ଆମ୍ଭେ ତୁମ୍ଭମାନଙ୍କ ମଧ୍ୟରେ କରିବା। Viz kapitola |