ଯିହିଜିକଲ 6:10 - ପବିତ୍ର ବାଇବଲ10 ଯେଉଁଥିପାଇଁ ସେମାନେ ହୃଦ୍ବୋଧ କରିବେ ଯେ, ଆମ୍ଭେ ସଦାପ୍ରଭୁ ଅଟୁ। ସେମାନେ ମଧ୍ୟ ହୃଦୟଙ୍ଗମ କରିବେ ଯେ, ଆମ୍ଭେ ବୃଥାରେ କହି ନ ଥିଲୁ, ଯେତେବେଳେ ଆମ୍ଭେ କହିଥିଲୁ ଯେ, ଏହା ଆମ୍ଭେ ସେମାନଙ୍କ ପ୍ରତି ଏହି ମନ୍ଦକାର୍ଯ୍ୟ କରିବା।” Viz kapitolaପବିତ୍ର ବାଇବଲ (Re-edited) - (BSI)10 ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ; ଆମ୍ଭେ ସେମାନଙ୍କ ପ୍ରତି ଏହି ଅମଙ୍ଗଳ ଘଟାଇବାର କଥା ବୃଥା କହି ନାହୁଁ। Viz kapitolaଓଡିଆ ବାଇବେଲ10 ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ; ଆମ୍ଭେ ସେମାନଙ୍କ ପ୍ରତି ଏହି ଅମଙ୍ଗଳ ଘଟାଇବାର କଥା ବୃଥା କହି ନାହୁଁ। Viz kapitolaଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT10 ତହିଁରେ ଆମ୍ଭେ ଯେ ସଦାପ୍ରଭୁ, ଏହା ସେମାନେ ଜାଣିବେ; ଆମ୍ଭେ ସେମାନଙ୍କ ପ୍ରତି ଏହି ଅମଙ୍ଗଳ ଘଟାଇବାର କଥା ବୃଥା କହି ନାହୁଁ।” Viz kapitola |