Online Bible

- Reklamy -




ଯିହିଜିକଲ 6:12 - ପବିତ୍ର ବାଇବଲ

12 ଦୂରବର୍ତ୍ତୀ ଲୋକମାନେ ମହାମାରୀରେ ମରିବେ। ନିକଟବର୍ତ୍ତୀ ଲୋକମାନେ ‌‌ଖ‌ଡ଼୍‌ଗରେ ନିହତ ହେବେ ଓ ଅବଶିଷ୍ଟ ଲୋକମାନେ ଦୁର୍ଭିକ୍ଷରେ ମରିବେ। କେବଳ ତା'ପରେ ଆମ୍ଭେ ସେମାନଙ୍କ ଉପରେ କ୍ରୋଧିତ ହେବାରୁ ବନ୍ଦ କରିବା।

Viz kapitola kopírovat

ପବିତ୍ର ବାଇବଲ (Re-edited) - (BSI)

12 ଯେଉଁ ଲୋକ ଦୂରରେ ଅଛି, ସେ ମହାମାରୀରେ ମରିବ; ଯେଉଁ ଲୋକ ନିକଟରେ ଅଛି, ସେ ଖଡ଼୍‍ଗ ଦ୍ଵାରା ପତିତ ହେବ; ଯେଉଁ ଲୋକ ଅବଶିଷ୍ଟ ରହେ ଓ ଅବରୁଦ୍ଧ ହୁଏ, ସେ ଦୁର୍ଭିକ୍ଷରେ ମରିବ; ଏହି ପ୍ରକାରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସମ୍ପନ୍ନ କରିବା।

Viz kapitola kopírovat

ଓଡିଆ ବାଇବେଲ

12 ଯେଉଁ ଲୋକ ଦୂରରେ ଅଛି, ସେ ମହାମାରୀରେ ମରିବ; ଯେଉଁ ଲୋକ ନିକଟରେ ଅଛି, ସେ ଖଡ୍ଗ ଦ୍ୱାରା ପତିତ ହେବ; ଯେଉଁ ଲୋକ ଅବଶିଷ୍ଟ ରହେ ଓ ଅବରୁଦ୍ଧ ହୁଏ, ସେ ଦୁର୍ଭିକ୍ଷରେ ମରିବ; ଏହି ପ୍ରକାରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସମ୍ପନ୍ନ କରିବା।

Viz kapitola kopírovat

ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT

12 ଯେଉଁ ଲୋକ ଦୂରରେ ଅଛି, ସେ ମହାମାରୀରେ ମରିବ; ଯେଉଁ ଲୋକ ନିକଟରେ ଅଛି, ସେ ଖଡ୍ଗ ଦ୍ୱାରା ପତିତ ହେବ; ଯେଉଁ ଲୋକ ଅବଶିଷ୍ଟ ରହେ ଓ ଅବରୁଦ୍ଧ ହୁଏ, ସେ ଦୁର୍ଭିକ୍ଷରେ ମରିବ; ଏହି ପ୍ରକାରେ ଆମ୍ଭେ ସେମାନଙ୍କ ଉପରେ ଆପଣା କୋପ ସମ୍ପନ୍ନ କରିବା।

Viz kapitola kopírovat




ଯିହିଜିକଲ 6:12

Následuj nás:

Reklamy


Reklamy